ଗଞ୍ଜାମରେ ବଢ଼ିଲା କୃଷ୍ଣସାର ମୃଗଙ୍କ ସଂଖ୍ୟା

ଗଞ୍ଜାମ,୩।୨(ବିଦ୍ୟାଧର ସାହୁ):ଗଞ୍ଜାମରେ ବୃଦ୍ଧି ପାଇଛି କୃଷ୍ଣସାର ମୃଗଙ୍କ ସଂଖ୍ୟା। ଏ ନେଇ ପିସିସିଏଫ ବନ୍ୟପ୍ରାଣୀ ଏକ୍ସରେ ସୂଚନା ଦେଇଛନ୍ତି। ପ୍ରଶିକ୍ଷିତ ଟିମ, ଡ୍ରୋନ ଓ AI ସହାୟତାରେ ଗଣନା ପରେ ସେ ଏହି ସୂଚନା ଦେଇଛନ୍ତି। ଗତବର୍ଷ ତୁଳନାରେ ୪୯୮ କୃଷ୍ଣସାର ମୃଗଙ୍କ ସଂଖ୍ୟା ବଢିଛି। ୨୦୨୫ରେ କୃଷ୍ଣସାର ମୃଗଙ୍କ ସଂଖ୍ୟା ୮୭୮୯ ରହିଥିଲା। ଚଳିତ ବର୍ଷ ବୃଦ୍ଧି ପାଇ ୯୨୮୭ରେ ପହଞ୍ଚିଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ଆଶା: ଜମି ରେଜିଷ୍ଟେଶନ ପାଇଁ ଯାଇଥିଲେ ତହସିଲ ଅଫିସ, ଦୁର୍ଘଟଣାରେ ଗଲା ଜୀବନ

କେସିଙ୍ଗା,୩ା୨(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଟ୍ରକ୍‌ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଉତ୍କେଲା ପଞ୍ଚାୟତ ମାଟିଆ ଗ୍ରାମର…

ତେଜିଲା ସମାନ କାମକୁ ସମାନ ଦରମା ଦାବି

ଛତ୍ରପୁର, ୩ା୨(ଦିଲୀପ ସାମଲ)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ସ୍ୱୀକୃତିପ୍ରାପ୍ତ ଭେଣ୍ଡର ଏବଂ କଣ୍ଟ୍ରାକ୍ଟରଙ୍କ ଅଧୀନରେ ଦୀର୍ଘଦିନ ଧରି କାମ କରୁଥିବା ଅପରେଟର, ଡ୍ରାଇଭର ଓ…

ଗୌରୀ ଶଙ୍କରଙ୍କୁ ଗୁରୁଦାୟିତ୍ୱ ଦେଲେ ନବୀନ: ହେଲେ ବିଜେଡି କାର୍ଯ୍ୟକାରୀ ସଭାପତି

ରାୟଗଡ଼ା,୩।୨(ଆଶିଷ ରଞ୍ଜନ ପଣ୍ଡା): ଜିଲା  ବିଜେଡି କାର୍ଯ୍ୟକାରୀ ସଭାପତି ହେଲେ ରାୟଗଡ଼ା ବ୍ଲକ ପୂର୍ବତନ ଉପାଧ୍ୟକ୍ଷ ପି.ଗୌରୀ ଶଙ୍କର। ଏନେଇ ମଙ୍ଗଳବାର ପ୍ରେସ ରିଲିଜ  ପ୍ରକାଶ ପାଇଛି।…

ସେବା ସମବାୟ ସମିତିର ମିଲ ମାଲିକ ମାନଙ୍କ ସହିତ ମଧୁ ଚନ୍ଦ୍ରିକା: ଶୋଷଣର ଶିକାର ହେଉଛନ୍ତି…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଭୀଷ୍ମଗିରି ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀ ସଙ୍ଗଠନ ଅଖିଳ ଭାରତ କୃଷକ ସଭା ସ୍ଥାନୀୟ…

ପୋଲିସ ନିକଟରେ ଆତ୍ମସମର୍ପଣ କଲେ ହାର୍ଡକୋର୍‌ ମାଓବାଦୀ ପ୍ରଭୁ

ରାଉରକେଲା,୩।୨(ସଂଗୀତା ଜେନା) ରାଜ୍ୟ ସରକାରଙ୍କ ନୂତନ ମାଓବାଦୀ ଆତ୍ମସମର୍ପଣ ନୀତିରେ ଆକୃଷ୍ଟ ହୋଇ ମଙ୍ଗଳବାର ଅପରାହ୍ନରେ ରାଉରକେଲା ପୋଲିସ ନିକଟରେ ସମର୍ପଣ କରିଛନ୍ତି ଜଣେ ହାର୍ଡକୋର୍‌ ମାଓବାଦୀ…

ଶିକ୍ଷା କ୍ଷେତ୍ରରେ ଦୂରତା ଯେପରି ବାଧକ ନ ସାଜିବ: ୧୦ ଜଣ ଛାତ୍ରୀଙ୍କୁ…

ଥୁଆମୂଳ ରାମପୁର, ୩।୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଶାଖା ପକ୍ଷରୁ କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (CSR)…

ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା…

ପୁରୀରେ ରାଷ୍ଟ୍ରପତି: କାଲି ଶ୍ବେତଗଙ୍ଗାରେ କରିବେ ପିଣ୍ଡଦାନ

ପୁରୀ,୩।୨: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତାଳବଣିଆ ହେଲିପ୍ୟାଡ୍‌ରେ ତାଙ୍କ ବିମାନ ପହଞ୍ଚିବା ପରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ତାଙ୍କୁ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ପୁରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri