କେନ୍ଦେଇପଶି ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ: ଉପୁଡ଼ିଲା ବଡ଼ ବଡ଼ ଗଛ, ଉଡ଼ିଗଲା ଛପର

ପାଟଣା, ୨୯।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର କେନ୍ଦେଇପଶି ମୁଖ୍ୟାଳୟ ଓ ଆଖପାଖ  ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ହଠାତ୍ ପ୍ରାୟ ୧ ଘଣ୍ଟା ଧରି କାଳବୈଶାଖୀ ତାଣ୍ଡବ ରଚିଥିଲା। ପ୍ରବଳ ପବନ ଓ ବର୍ଷାର ପ୍ରଭାବରେ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବହୁ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିବାବେଳେ ଅନେକ ଘରର ଆଜବେଷ୍ଟସ୍, ଟିଣ ସିଟ୍ ଓ ଟାଇଲ୍ ଛପର ଉଡ଼ିଯାଇଛି। କେନ୍ଦେଇପଶି ଅଞ୍ଚଳର ବିବେକାନନ୍ଦ ଶିକ୍ଷା କେନ୍ଦ୍ରର ଟିଣ ଛପର ମଧ୍ୟ ପବନରେ ଉଡ଼ିଯାଇଛି।

ଏହାସହ କେନ୍ଦେଇପଶି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ବିଶ୍ରାମ ଘର ଉପରେ ଏକ ବଡ଼ ଗଛ  ପଡ଼ିବାରୁ ଗୃହଟି ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ସେହିପରି ଅଞ୍ଚଳର ଅନେକ ଲୋକଙ୍କ ଘରର ଛପର ମଧ୍ୟ ଉଡ଼ିଯାଇଛି। ପ୍ରବଳ ପବନରେ ବିଦ୍ୟୁତ ଖୁଣ୍ଟ ଓ ତାର କ୍ଷତିଗ୍ରସ୍ତ ହୋଇଥିବାରୁ ଅଞ୍ଚଳରେ ବିଦ୍ୟୁତ ସରବରାହ ବ୍ୟାହତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ମାସେ ବ୍ୟାପୀ ଚାଲିବ ‘ସେବା ସଂକଳ୍ପ ଅଭିଯାନ’: ମୁଖ୍ୟ ଲକ୍ଷ୍ୟ ବିକଶିତ ଭାରତ

ଭଞ୍ଜନଗର,୩୧/୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଭାରତୀୟ ଜନତା ପାର୍ଟି ତରଫରୁ ଭଞ୍ଜନଗର ଜିଲା କାର୍ଯ୍ୟାଳୟଠାରେ ‘ସେବା ସଂକଳ୍ପ ଅଭିଯାନ’ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ସାଙ୍ଗଠନିକ…

ଶେଷ ହେଲା ୩୨ ବର୍ଷର ଚାକିରି ଜୀବନ: ଅଧ୍ୟାପିକାଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ପ୍ରାଣୀବିଜ୍ଞାନ ଅଧ୍ୟାପିକା ଆରତୀ ପାତ୍ରଙ୍କୁ ସୋମବାର କଲେଜ ପରିସରରେ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି। କଲେଜ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri