ଫିଲ୍ମ ‘କାଳୀ’ ପୋଷ୍ଟରକୁ ନେଇ ଚାଲିଥିବା ବିବାଦ ଉପରେ ତୃଣମୂଳ କଂଗ୍ରେସ (ଟିଏମ୍ସି) ଏମ୍ପି ମହୁଆ ମୋଇତ୍ରା ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘କାଳୀ ମୋ ପାଇଁ ମାଂସଖିଆ, ମଦ ଗ୍ରହଣ କରୁଥିବା ଦେବୀ। ଜଣେ କିପରି ନିଜ ଦେବୀଙ୍କୁ ନିଜ ଇଚ୍ଛାରେ ସ୍ବାଧୀନ ଭାବେ କଳ୍ପନା କରିପାରିବେ। ସିକିମ ଭଳି ଅନେକ ସ୍ଥାନ ରହିଛି ଯେଉଁଠି ଦେବଦେବୀଙ୍କ ପାଖରେ ମଦ ମଧ୍ୟ ଅର୍ପଣ କରାଯାଏ। ଯଦି ଉତ୍ତରପ୍ରଦେଶରେ କେହି ମଦ ଭୋଗ ଲଗାଏ ତେବେ ତାହାକୁ ଧର୍ମନିନ୍ଦା ବୋଲି ଧରାଯିବ’ ବୋଲି ଏକ ଜାତୀୟ ଗଣମାଧ୍ୟମରେ ପ୍ରସାରିତ ଏକ କାର୍ଯ୍ୟକ୍ରମରେ ଭାଗ ନେଇ ମହୁଆ କହିଛନ୍ତି।
କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…
ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ
ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…
ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ଉଗ୍ରତାରା, ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ନିରାକାରପୁର,୧୧।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀବ୍ଲକ ସାନ ରାଉତପଡା ପଞ୍ଚାୟତ ମୁଳିଝରଗଡ଼ ହାତୀଆ ଶୁଣି ପାହାଡ଼ ପାଦଦେଶରେ ଅବସ୍ଥିତ ମା’ଉଗ୍ରତାରାଙ୍କ ପୀଠରେ ବାସନ୍ତୀକ ଆଶ୍ୱିନ ନବରାତ୍ରର…
ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ
ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…
ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….
ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…
ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର
ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…
ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍ କ୍ୟାବିନ୍ରେ ଜଳିଲା…..
ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…
ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

