କାଳୀ ପୂଜା ଗାଇଡ୍‌ ଲାଇନ୍‌, ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି…

କୋଲକାତା,୪।୧୧: କାଳୀ ପୂଜା ନେଇ ପଶ୍ଚିମବଙ୍ଗ ହାଇକୋର୍ଟଙ୍କ ପକ୍ଷରୁ ନୂଆ ଗାଇଡ୍‌ ଲାଇନ୍‌ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି। କୋର୍ଟ କହିଛନ୍ତି ଯେ, କେବଳ ଟିକା ନେଇଥିବା ଶ୍ରଦ୍ଧାଳୁଙ୍କୁ ପୂଜା ମଣ୍ଡପକୁ ପ୍ରବେଶ ଅନୁମତି ମିଳିବ। ପୂଜା ମଣ୍ଡପ ଅଞ୍ଚଳକୁ ନୋ ଏଣ୍ଟ୍ରି ଜୋନ୍‌ ଭାବେ ଘୋଷଣା କରାଯିବା ସହିତ ଭିଡ଼ ନ କରିବାକୁ କୋର୍ଟଙ୍କ ପକ୍ଷରୁ କୁହାଯାଇଛି।

ବିଚାରପତି ରାଜକିଶୋର ମନ୍ଥା ଏବଂ କେସଙ୍ଗ ଡୋମା ଭୁତିଆଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ପକ୍ଷରୁ ଏଭଳି ନିର୍ଦ୍ଦେଶ ଜାରି କରାଯାଇଛି।

କାଳୀ ପୂଜା ଅବସରରେ ଭିଡ଼କୁ ଦୂର କରିବା ଲାଗି ଖଣ୍ଡପୀଠ ଏଭଳି ରାୟ ଦେଇଛନ୍ତିି। ୨୦୨୦ ନଭେମ୍ବର ୫ରେ କାଳୀ ପୂଜା ସମୟର ଏକ ଭିଡ଼ିଓକୁ ଦେଖି ରାଜ୍ୟରେ କରୋନା ମହାମାରୀ ସଂକ୍ରମଣର ଆଶଙ୍କାକୁ ଦୃଷ୍ଟି ରଖି ଖଣ୍ଡପୀଠ ଏହା କହିଛନ୍ତି। ପୂଜା ମଣ୍ଡପ ଅଞ୍ଚଳରେ ଶ୍ରଦ୍ଧାଳୁ ସାମାଜିକ ଦୂରତା ବଜାୟ ରଖିବା ସହିତ ଡବଲ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଚାହିଁ ବସିଛି ପାକିସ୍ତାନ: ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ପାଇଁ ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା...

୮୦-୯୦ ପୂରା ଶହେ ?, ନିଦରୁ ଜାଗନ୍ତୁ ପ୍ରଧାନମନ୍ତ୍ରୀ, ରାହୁଲଙ୍କ କଟାକ୍ଷ …

ନୂଆଦିଲ୍ଲୀ, ୧୬।୭ : ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି।...

ଆଜି ଅଗଷ୍ଟ କ୍ରାନ୍ତି ଦିବସ: ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ

ନୂଆଦିଲ୍ଲୀ,୯ା୮: ଆଜି ହେଉଛି ଅଗଷ୍ଟ କ୍ରାନ୍ତି ଦିବସ। ୧୯୪୨ ମସିହା ଅଗଷ୍ଟ ୯ ତାରିଖ ଭାରତ ଇତିହାସରେ ଏକ ସ୍ମରଣୀୟ ଦିନ। ସ୍ବାଧୀନତା ପରଠାରୁ ଏହି...

ଆଜିଠୁ ଇନ୍ଦିରା ମଇଦାନରେ ପିପିଲି ହାଟ

ପିପିଲି,୨୭ା୩(ସ୍ବ.ପ୍ର/ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଥିବା ବେଳେ ପିପିଲି ହାଟକୁ ପ୍ରଶାସନ ପକ୍ଷରୁ ବନ୍ଦ ରଖାଯାଇଛି। ପିପିଲି ହାଟରେ...

ଭାରତରେ ମର୍ଡେନା ଭାକ୍ସିନକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୯।୬: ଖୁବ୍‌ଶୀଘ୍ର ଭାରତକୁ ଆସିବ ଆଉ ଏକ ବିଦେଶୀ ଟିକା। ଏଥିପାଇଁ ବାଟ ଫିଟିଥିବା ବେଳେ ଆମେରିକୀୟ କମ୍ପାନୀ ମର୍ଡେନା ଟିକା ଖୁବଶୀଘ୍ର ଭାରତ ଆସିବ...

ହାରିଲେ ମାଳବିକା

ଚଣ୍ଡିଗଡ଼,୧୦ ।୩: ପଞ୍ଜାବ ବିଧାନସଭା ନିର୍ବାଚନର ଫଳାଫଳ ଧିରେ ଧିରେ ସମ୍ନାକୁ ଆସିବାରେ ଲାଗିଛି । ଏଠାରେ କଂଗ୍ରେସ ଶାସନ ଥିବା ସତ୍ତ୍ୱେ ଏଥର କିନ୍ତୁ...

ରାଜ୍ୟ ସଭାରେ ସରୋଗେସି ବିଲ୍‌: ସର୍ତ୍ତ କୋହଳ ଲାଗି ଦାବି

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାଜ୍ୟ ସଭାରେ ସରୋଗାସି (ରେଗୁଲେଶନ) ବିଲ୍‌-୨୦୧୯ ଆଗତ କରାଯାଇଛି। ଏହା ଦେଶରେ ସରୋଗାସିକୁ ନିୟନ୍ତ୍ରଣ କରିବାରେ ସଫଳ...

ନିଖୋଜ ପାକ୍‌ ବୁଡ଼ାଜାହାଜର ତଲାସି ନେଇଥିଲା ଭାରତ

ନୂଆଦିଲ୍ଲୀ,୨୪।୬: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅଧିକାଂଶ ଆଣବିକ ତଥା ପାରମ୍ପରିକ ବୁଡାଜାହାଜ ପାକିସ୍ତାନ ଜଳସୀମାରେ ମୁତୟନ କରିଥିଲା। ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖି...

Advertisement
Archives

Model This Week