ଆସନ୍ତାକାଲି ଚାଷୀଙ୍କ ଆକାଉଣ୍ଟକୁ ଯିବ ‘କାଳିଆ’ ଟଙ୍କା

ଭୁବନେଶ୍ୱର,୨ା୫(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ‘କାଳିଆ’ ଯୋଜନା ଟଙ୍କା ଯିବ ବୋଲି ଘୋଷଣା କରାଯାଇଛି।

ଏହି ଯୋଜନାରେ ପୂର୍ବପରି ହିତାଧିକାରୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ପଠାଯିବ। ଏହାଦ୍ୱାରା ୪୦ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ। କାଳିଆ କିସ୍ତି ବାବଦରେ ରାଜ୍ୟ ସରକାର ଚାଷୀମାନଙ୍କୁ ୮ ଶହ କୋଟି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅକ୍ଷୟ ତୃତୀୟା ଅବସରରେ ଲୋକସେବା ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ।

ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ‘କାଳିଆ’ ଯୋଜନା ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଉଭୟ ଖରିଫ୍‌ ଏବଂ ରବି ଚାଷ ପାଇଁ ୨ ଥରରେ ୪୦୦୦ ଟଙ୍କା ଦିଆଯିବାକୁ ଘୋଷଣା କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri