ଆସନ୍ତାକାଲି ଚାଷୀଙ୍କ ଆକାଉଣ୍ଟକୁ ଯିବ ‘କାଳିଆ’ ଟଙ୍କା

ଭୁବନେଶ୍ୱର,୨ା୫(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କ ଆକାଉଣ୍ଟକୁ ‘କାଳିଆ’ ଯୋଜନା ଟଙ୍କା ଯିବ ବୋଲି ଘୋଷଣା କରାଯାଇଛି।

ଏହି ଯୋଜନାରେ ପୂର୍ବପରି ହିତାଧିକାରୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ପଠାଯିବ। ଏହାଦ୍ୱାରା ୪୦ ଲକ୍ଷରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ। କାଳିଆ କିସ୍ତି ବାବଦରେ ରାଜ୍ୟ ସରକାର ଚାଷୀମାନଙ୍କୁ ୮ ଶହ କୋଟି ପ୍ରଦାନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅକ୍ଷୟ ତୃତୀୟା ଅବସରରେ ଲୋକସେବା ଭବନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବେ।

ସୂଚନାଯୋଗ୍ୟ, ବର୍ଷକୁ ଦୁଇଟି କିସ୍ତିରେ ‘କାଳିଆ’ ଯୋଜନା ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ବୋଲି ନିଷ୍ପତ୍ତି ହୋଇଥିଲା। ଉଭୟ ଖରିଫ୍‌ ଏବଂ ରବି ଚାଷ ପାଇଁ ୨ ଥରରେ ୪୦୦୦ ଟଙ୍କା ଦିଆଯିବାକୁ ଘୋଷଣା କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri