ଆଜି ଚାଷୀଙ୍କ ଖାତାକୁ ଯିବ କାଳିଆ ଟଙ୍କା: ବିଳମ୍ବ ନ କରି…

ଭୁବନେଶ୍ୱର,୧୧।୩: ସୋମବାରରୁ ଶୁଭାରମ୍ଭ। ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରିବେ । ଖରିଫ ଋତୁ ପାଇଁ କାଳିଆ ସହାୟତା ପ୍ରଦାନ କରାଯିବ। ୪୬ ଲକ୍ଷରୁ ଊଦ୍ଧର୍‌ବ କ୍ଷୁଦ୍ର, ଭୂମିହୀନ ଓ ନାମମାତ୍ର ଚାଷୀଙ୍କୁ ୯୩୩ କୋଟି ଟଙ୍କା ଡିବିଟି ଜରିଆରେ ପ୍ରଦାନ କରାଯିବ। ଏହା ବାଦ ୧୮ ଲକ୍ଷରୁ ଅଧିକ ଭୂମିହୀନ କୃଷକଙ୍କ ପରିବାରକୁ ୩୬୦ କୋଟି ଟଙ୍କାର ଅତିରିକ୍ତ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହା ସହ ୩୦ ଜିଲାରେ କାଳିଆ କେନ୍ଦ୍ରର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

ଏହି ଦିନ ମିଳିବ କାଳିଆ ଟଙ୍କା


୨୦୧୮ ଡିସେମ୍ବର ମାସରେ ରାଜ୍ୟର ଚାଷୀମାନଙ୍କ କଲ୍ୟାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ’କାଳିଆ’ ଯୋଜନା ପ୍ରଚଳନ କରିଥିଲେ। ଏହି ଯୋଜନାରେ ପ୍ରତିବର୍ଷ ହିତାଧିକାରୀମାନଙ୍କୁ ଦୁଇଟି ପର୍ୟ୍ୟାୟରେ ୪ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ରାଜ୍ୟ ବଜେଟ୍‌ରେ ଏଥିପାଇଁ ସ୍ବତନ୍ତ୍ର ବ୍ୟୟବରାଦ କରାଯାଇଛି। ଏହି ଅର୍ଥରାଶି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri