ଭାଇ, ଭଉଣୀଙ୍କ ପରେ ରଥରେ ବିରାଜିଲେ କାଳିଆ ଠାକୁର

ପୁରୀ,୧୫ା୭: ଆଜି ପବିତ୍ର ବାହୁଡ଼ା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ମହାବାହୁ। ନୀତି ନିର୍ଘଣ୍ଟ ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିଜେ କରିଥିଲେ। ପରେ ମା’ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ଆସି ରଥରେ ବିରଜମାନ କରିଥିଲେ। ପରେ ବଡ଼ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଥିତ୍ଲା। ସେ ଝୁଲି ଝୁଲି ତାଳଧ୍ୱଜ ରଥରେ ବିରାଜମାନ କରିଥିଲେ। ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଭାଇ ଭଉଣୀଙ୍କ ପରେ କାଳିଆ ସାଆନ୍ତ ଝୁଲି ଝୁଲି ପହଣ୍ଡିରେ ଆସି ରଥରେ ବିରାଜମାନ କରିଛନ୍ତି।

ଅନ୍ୟପକ୍ଷେ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା ହେବାକୁ ଥିବା ବେଳେ ପରେ ଚାରମାଳ ଫିଟା ଯିବ। ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଘୋଡାଲାଗି ହେବାପରେ ୪ଟାରୁ ରଥଟଣା ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ସୁରକ୍ଷାକୁ ଦୃଷ୍ଟିରେ ରଖି ୧୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ କରିଡର ବ୍ୟବସ୍ଥା ହୋଇଛି। ଏପରିକି ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ

କଲମପୁର,୨୧ା୩ (ଗଣେଶରାମ ବାଗ)- କଲମପୁର ଥାନା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲର ପାତ୍ରବସା ଘାଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ପାତ୍ରବସା…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…

ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଖବର ପ୍ରସାର ପରେ ହାଟଡ଼ିହୀ ତହସିଲରେ ଅସ୍ଥାୟୀ ଭାବେ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…..

ବଞ୍ଚୋ,୨୧।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ତହସିଲ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ସ୍ଥାୟୀ ତହସିଲଦାର ନ ଥିବାରୁ ସାଧାରଣ ଲୋକମାନେ ଅନେକ ସମସ୍ୟାରେ ପଡ଼ୁଥିବା…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri