ଭକ୍ତଙ୍କ ପାଇଁ କାଳିଜାଇ ବନ୍ଦ

ଖୋର୍ଦ୍ଧା ଅଫିସ, ୧୩।୧: ଭକ୍ତଙ୍କ ପାଇଁ ମା’ କାଳିଜାଇ ମନ୍ଦିର ଶୁକ୍ରବାର ବନ୍ଦ ରହିବ। ମକର ସଂକ୍ରାନ୍ତିରେ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି। କାଲି ସକାଳ ୫ଟାରୁ କଟକଣା ଲାଗୁ ହେବ।
ସୂଚନାଯୋଗ୍ୟ, ରାଜ୍ୟରେ ଦୈନିକ ସଂକ୍ରମଣ ଦ୍ରୁତ ଗତିରେ ବଢିଚାଲିଛି। ଅନେକ ସ୍ଥାନରେ ସରକାର କଟକଣା ଲାଗୁ କରିଛନ୍ତି। ତେବେ ଶୁକ୍ରବାର ମକର ସଂକ୍ରାନ୍ତି ଥିବାରୁ ଭିଡ ଲାଗି ରହିବ। ତେଣୁ ଯେପରି ଭିଡ ଲାଗି ନ ରହିବ ସେଥିପାଇଁ କଟକଣା ଜାରି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ନାନ ପୂର୍ଣ୍ଣିମା, ରଥଯାତ୍ରା ପରିଚାଳନା ନେଇ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୬ା୬: ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ପରିଚାଳନା ନେଇ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ରାଜ୍ୟ ଅତିଥି ଭବନରେ...

ଜାଗାବାଡ଼ିକୁ କେନ୍ଦ୍ର କରି ସାନ ଭାଇଙ୍କୁ ହାଣିଲେ ବଡ଼

ମୋରଡ଼ା,୧୬ା୬(ସ୍ମାରକ ମାଜୀ): ଜାଗାବାଡ଼ିକୁ ନେଇ ସାନ ଭାଇଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ବଡ଼ ଭାଇ। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମୟୂରଭଞ୍ଜ ଜିଲା...

ଯେବେ ଏନଡିଏର ଲୋକ ସଭା ବାଚସ୍ପତି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କୁ ଭୋଟ ଦେବାକୁ ଦେଇଥିଲେ ଅନୁମତି, ଭାଙ୍ଗି ଯାଇଥିଲା ବାଜପେୟୀ ସରକାର

ନୂଆଦିଲ୍ଲୀ,୧୬।୬: ଲୋକ ସଭା ନିର୍ବାଚନ ଫଳାଫଳ ପରେ ପିଏମ ମୋଦିଙ୍କ ନେତୃତ୍ୱ ଏନଡିଏ ସରକାର ପୁଣି କ୍ଷମତାକୁ ଫେରିଛି। ଏବେ ଏନଡିଏର ସହଯୋଗୀ ଦଳ ଲୋକ...

ଆହୁରି ତିନିଦିନ କଲକବଲ କରିବ ଗୁଳୁଗୁଳି

ଭୁବନେଶ୍ୱର, ୧୬।୬(ଅସମାପିକା ସାହୁ): ରାଜ୍ୟରେ ଏବେ ତାତି ସାଙ୍ଗକୁ ଅସହ୍ୟ ହେଲାଣି ଗୁଳୁଗୁଳି। ପଶ୍ଚିମ ଓଡ଼ିଶାରେ ହିଟ୍‌ଓ୍ବେଭ୍‌ ଜାରି ରହିଥିବା ବେଳେ ଉପକୂଳରେ କଲବଲ କରୁଛି...

ଅବସର ପରେ ବି ଶିକ୍ଷକଙ୍କୁ ମିଳୁନି ସମ୍ପୂର୍ଣ୍ଣ ପେନ୍‌ସନ

ଭବାନୀପାଟଣା,୧୬ା୬ (ଉତ୍ତମ କୁମାର ଦାଶ)ସରକାରୀ କର୍ମଚାରୀ ଅବସର ପାଇବା ପରେ ପେନ୍‌ସନ୍‌ ପାଇବା ପାଇଁ ସରକାରୀ ବ୍ୟବସ୍ଥା ରହିଛି। ହେଲେ କଳାହାଣ୍ଡି ଜିଲା ଶିକ୍ଷା ବିଭାଗରେ...

ସଚେତନତାରେ ସୀମିତ ବିଇଏମ୍‌ସିର ଡେଙ୍ଗୁ ନିୟନ୍ତ୍ରଣ

ବ୍ରହ୍ମପୁର,୧୬ା୬(ଅଶୋକ କୁମାର ସାହୁ)ମୌସୁମୀ ବର୍ଷା ଆରମ୍ଭ ହୋଇ ନ ଥିଲେ ବି ବ୍ରହ୍ମପୁର ସହରରେ ଡେଙ୍ଗୁ ଡରାଇବାକୁ ଲାଗିଲାଣି। କିଛି ଦିନ ତଳେ ସହରରେ ଦୁଇ...

ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ନାହିଁ ଏସି

ନୟାଗଡ଼,୧୬।୬(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ମାତୃ ଶିଶୁ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ୱାର୍ଡରେ ଏସି ନ ଥିବାରୁ ଗ୍ରୀଷ୍ମର ପ୍ରକୋପରେ...

ଗାଡ଼ିରୁ ତେଲ ସରିଯିବାରୁ ସାଙ୍ଗଙ୍କୁ ମାରିଦେଲେ

ଭୁବନେଶ୍ୱର,୧୬।୬(ସୂର୍ଯ୍ୟକାନ୍ତ ବେହେରା)ଚନ୍ଦକା ଥାନା ଅନ୍ତର୍ଗତ ପାଞ୍ଚମାଣିଆ ଜଙ୍ଗଲରେ ଡିପ୍ଲୋମା ଛାତ୍ର ସୁଶାନ୍ତ କୁମାର ଟୁଡୁଙ୍କୁ ହତ୍ୟା କରି ଫିଙ୍ଗିଦେବା ଘଟଣାର ପର୍ଦ୍ଦାଫାଶ ହୋଇଛି। ଗାଡିରୁ ତେଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri