ପ୍ରତାପୁର ଗ୍ରାମରେ କଳିକଳୁଷ ନାଶ ବିଶ୍ୱଶାନ୍ତି ମହାଯଜ୍ଞ

ପୁରୁଷୋତ୍ତମପୁର,୨୧।୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମରେ ପ୍ରତିଷ୍ଠିତ କିମ୍ବଦନ୍ତୀପୂର୍ଣ୍ଣ ତୁମ୍ବେଶ୍ବର ମହାଦେବଙ୍କ ପୀଠରେ ରାଜ୍ୟ,ଦେଶ ସହ ବିଶ୍ବର ମଙ୍ଗଳ ଲାଗି ମହାଜଜ୍ଞ ଅନୁଷ୍ଠିତ ହୋଇଛି। ସୋମବାର ଏହା ଷଷ୍ଠ ଦିବସରେ ପହଞ୍ଚିଥିବାବେଳେ ଏହି ଯଜ୍ଞର ଉଦ୍ଦେଶ୍ୟ ଏବଂ ନାମକରଣର ବିଶେଷ ମହତ୍ୱ ରହିଛି। ଏହା କଳିକଳୁଷ ନାଶ ବିଶ୍ବଶାନ୍ତି ମହାଯଜ୍ଞ ନାମରେ ନାମିତ ହୋଇଛି ।

ବର୍ତ୍ତମାନ କଳିଯୁଗରେ ରାଜ୍ୟ ତଥା ଦେଶରେ ଅସାମାଜିକଙ୍କ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି। ସମସ୍ତେ ଅସୁରକ୍ଷିତ ହୋଇପଡିଥିବା ବେଳେ ଅଶାନ୍ତର ବାତାବରଣ ସୃଷ୍ଟି ହୋଇ କଳୁଶିତ ହୋଇପଡିଛି। ଏଣୁ ଏହି କଳୁଶିତକୁ ନାସକରି ଶାନ୍ତିର ବାତାବରଣ ରକ୍ଷା କରିବାଲାଗି ବିଶ୍ବ ପିତା ବ୍ରହ୍ମା, ବିଷ୍ଣୁ, ମହେଶ୍ବରଙ୍କ ନିକଟରେ ଗ୍ରାମବାସୀ ଶରଣାପନ୍ନ ହୋଇ ବିଶ୍ବର ଶାନ୍ତିଲାଗି ଯଜ୍ଞର ଆୟୋଜନ କରିଥିବା ବରିଷ୍ଠ ବ୍ୟକ୍ତିୀ ତଥା ଯଜ୍ଞର କର୍ତ୍ତା ନରସିଂହ ମିଶ୍ର ପ୍ରକାଶ କରିଛନ୍ତି।

ଏହି ଅବସରରେ ପ୍ରତ୍ୟେହ ନାମଯଜ୍ଞ, ଘୃତ ଯଜ୍ଞ,ଜ୍ଞାନ ଯଜ୍ଞ, ଗୋ ଯଜ୍ଞ ଓ ଅନ୍ନ ଯଜ୍ଞ ଆଦି ଚାଲିଛ। ଅଞ୍ଚଳରୁ ଶହଶହ ସଂଖ୍ୟାରେ ଭକ୍ତମାନେ ଆସି ଦର୍ଶନ କରିବା ସହ ଆର୍ଶିବାଦ ଭିକ୍ଷା କରୁଛନ୍ତି। ।ଏଥିରେ ମୁଖ୍ୟକର୍ତ୍ତା ଭାବେ ନରସିଂହ ମିଶ୍ର ଓ ତାଙ୍କ ପତ୍ନୀ ରହିଥିବା ବେଳେ ୫୦ରୁ ଊର୍ଦ୍ଧ୍ୱ ପଣ୍ଡିତ ବ୍ରାହ୍ମଣ ଯୋଗଦେଇଛନ୍ତି। ଏହାକୁ ଯଜ୍ଞ କମିଟିର ଉପଦେଷ୍ଟା ପଦ୍ମଚରଣ ପଟ୍ଟନାୟକ, ସଭାପତି ଗୌରୀଶଙ୍କର ରାଉଳ, ସୁଦର୍ଶନ ନାୟକ ପ୍ରମୁଖଙ୍କ ସମେତ ସମସ୍ତ ଗ୍ରାମବାସୀ ଏକାଠି ହୋଇ ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri