ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ହସ୍ପିଟାଲରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ। ରକ୍ତଭଣ୍ଡାରରେ ରକ୍ତ ଅଭାବ, ଘରୋଇ ହସ୍ପିଟାଲକୁ ରକ୍ତ ଯୋଗାଣ ଓ ରୋଗୀଙ୍କୁ ଦୁର୍ବବ୍ୟବହାର ଅଭିଯୋଗଗୁଡ଼ିକର ସମୀକ୍ଷା କରିଥିଲେ।

ସମୀକ୍ଷା ବୈଠକରେ ଜିଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ଓ ଦେଓଗାଁ ବ୍ଲକ ଅଧ୍ୟକ୍ଷ ମଣ୍ଟୁ ଖମାରୀ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି ଜିଲା ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri