Posted inଖେଳ

କଳିଙ୍ଗ ବ୍ଲାକ ଟାଇଗର୍ସର ପ୍ରଥମ ବିଜୟ

ମୁମ୍ବାଇ,୨୧ା୬: ଓଡ଼ିଶାର କଳିଙ୍ଗ ବ୍ଲାକ ଟାଇଗର୍ସ (କେବିଟି) ଚଳିତ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌)ରେ ଶନିବାର ପ୍ରଥମ ବିଜୟ ହାସଲ କରିଛି। ଆଜି ଖେଳାଯାଇଥିବା ମ୍ୟାଚ୍‌ରେ କଳିଙ୍ଗ ବ୍ଲାକ ଟାଇଗର୍ସ ୧୯-୧୫ ପଏଣ୍ଟରେ ଦିଲ୍ଲୀ ରେଡ୍‌ଜକୁ ପରାସ୍ତ କରିଛି।

ବିଜୟୀ ଦଳ ପାଇଁ ଆଶିଷ ସବର, ଲୁକାସ ଲାକାମ୍ପ ଓ କାଇଲ ଟ୍ରେମବ୍ଲେ ଟ୍ରାଇ ସ୍କୋର କରିଥିଲେ। ଦିଲ୍ଲୀ ପକ୍ଷରୁ ପାଟ୍ରିକ ଓକୋଙ୍ଗୋ, ଆଲେଜାଣ୍ଡ୍ରୋ ଲାଫୋର୍ଗା ଓ ଜୋର୍ଡାନ କନରୟ ଟ୍ରାଇ କରିଥିଲେ। ଏହି ବିଜୟ ସତ୍ତ୍ୱେ କେବିଟି ୬ ଦଳ ବିଶିଷ୍ଟ ପ୍ରତିଯୋଗିତାର ପଏଣ୍ଟ ଟେବୁଲରେ ପଞ୍ଚମ ସ୍ଥାନରେ ରହିଛି। ଅନ୍ୟ ଏକ ମ୍ୟାଚ୍‌ରେ ହାଇଦ୍ରାବାଦ ହିରୋଜ ୨୪-୧୭ ପଏଣ୍ଟରେ ମୁମ୍ବାଇ ଡ୍ରିମର୍ସକୁ ପରାସ୍ତ କରିଛି। ସେହିଭଳି ଚେନ୍ନାଇ ବୁଲ୍ସ ୩୧-୨୪ ପଏଣ୍ଟରେ ବେଙ୍ଗାଲୁରୁ ବ୍ରେଭହାଟର୍‌ସକୁ ହରାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି।…

ନଗ୍ନ ଭିଡିଓ ଜାଲରେ ଫସାଇ ଲୁଟିଥିଲେ ଲକ୍ଷାଧିକ ଟଙ୍କା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…

ଧର୍ମଶାଳା,୧୪ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପୋବଳ ଗାଁର ମୁଖ୍ୟ ସାଇବର ଠକେଇର ଅଭିଯୁକ୍ତ ସରୋଜ ଜେନାଙ୍କୁ କଟକ ସାଇବର ପୋଲିସ…

ମୋଦିଙ୍କ ଫର୍ମୁଲାରେ ବିଜୟୀ ହେଲେ ତାରିକ ରହମାନ

ଢାକା,୧୪।୨: ବାଂଲାଦେଶ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ମୋଡ଼ରେ ଅଛି। ତାରିକ ରହମାନଙ୍କ ନେତୃତ୍ୱରେ ଏହା ସ୍ଥିର ହେବ ଯେ ଢାକା କେଉଁ ପଥ ନେବ। ତାରିକ…

ଚୋରି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା: ୩ ଜଣ ଖସିଯାଇଥିବା ସନ୍ଦେହ

ଭଞ୍ଜନଗର,୧୪।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାର୍ଦୁଲ ଗ୍ରାମରେ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ କିଛି ଲୋକ ଶୁକ୍ରବାର ରାତିରେ ବାଡେଇ ବାଡେଇ ଗୁରୁତର କରି…

ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣା: ଅଭିଯୁକ୍ତ ଗିରଫ

କୁଆଁରମୁଣ୍ଡା,୧୪।୨(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରି ୬ ମାସର ଗର୍ଭବତୀ କରିବା ଘଟଣାରେ ଗୁରୁବାର…

ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର: ପୁଅ, ଜ୍ବାଇଁ ସହିତ ବନ୍ଧା ହେଲେ ବାପା

ଭେଡେନ,୧୪।୨(ହୃଷୀକେଶ ଖମାରୀ) – ବରଗଡ ଜିଲା ଭେଡେନ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମାନସିକ ଅନଗ୍ରସର ମହିଳାଙ୍କୁ ବଳାତ୍କାର ଏବଂ ସମ୍ପୃକ୍ତ ମହିଳା…

୬୮୦ ଶିକ୍ଷୟତ୍ରୀ ଶିକ୍ଷକଙ୍କୁ ମିଳିଲା ତାଲିମ୍‌ 

ଦିଗପହଣ୍ଡି,୧୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା – ୨୦୨୫ ଓ ୨୦୨୦…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri