Posted inଖେଳ

କଳିଙ୍ଗକୁ ଐତିହାସିକ ସଫଳତା: ଇନଡୋର ଆଥଲେଟିକ୍ସ ଏରିନାକୁ କାଟାଗୋରି-୧ ସାର୍ଟିଫିକେଟ

ଭୁବନେଶ୍ୱର, ୨୩।୧୨ : କଳିଙ୍ଗ ସ୍ପୋର୍ଟସ କମ୍ପ୍ଲେକ୍ସରେ ଥିବା ଭାରତର ସର୍ବବୃହତ ଇନ୍ ଡୋର ଆଥଲେଟିକ୍ସ ଷ୍ଟାଡିୟମ କଳିଙ୍ଗ ଇଣ୍ଡୋର ଆଥଲେଟିକ୍ସ ଏରିନା ଟ୍ରାକ୍ ଆଣ୍ଡ ଫିଲ୍ଡ ପାଇଁ କ୍ରୀଡ଼ା ନିୟନ୍ତ୍ରକ ସଂସ୍ଥା ବିଶ୍ୱ ଆଥଲେଟିକ୍ସ ପକ୍ଷରୁ ସମ୍ମାନଜନକ କ୍ୟାଟେଗୋରୀ-୧ ସାର୍ଟିଫିକେଟ୍ ହାସଲ କରିଛି। ବିଶ୍ୱ କ୍ରୀଡ଼ା ମଞ୍ଚରେ କଳିଙ୍ଗ ସ୍ପୋର୍ଟସ କମ୍ପ୍ଲେକ୍ସର ଖ୍ୟାତିକୁ ଏକ ପ୍ରମୁଖ ସ୍ଥାନ ପ୍ରଦାନ କରିବାରେ ଏହି ମାନ୍ୟତା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ।

ପ୍ରଥମକରି ସ୍ଥାପନ ହୋଇଥିବା ଏହି ଅତ୍ୟାଧୁନିକ ମୋଣ୍ଡୋ ଟ୍ରାକ୍ ଅସାଧାରଣ ପ୍ରଦର୍ଶନ, ସ୍ଥାୟୀତ୍ୱ ଏବଂ ଆଥଲେଟ୍ ଅନୁକୂଳ ପୃଷ୍ଠଭୂମି ଏହି କେନ୍ଦ୍ରକୁ ଶୀର୍ଷସ୍ତରୀୟ ପ୍ରତିଯୋଗିତା ଏବଂ ପ୍ରଶିକ୍ଷଣର ଏକ କେନ୍ଦ୍ର ଭାବରେ ପ୍ରତିପାଦନ କରିପାରିବ।

ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ସଚିବ ଶ୍ରୀ ଆର. ଭିନୀଲ କ୍ରିଷ୍ଣା କହିଛନ୍ତି ଯେ ଏହି ମାନ୍ୟତା କ୍ରୀଡ଼ାବିତମାନଙ୍କୁ ଉନ୍ନତ ପ୍ରଶିକ୍ଷଣ ପାଇଁ ବିଶ୍ୱସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଓଡ଼ିଶାର ପ୍ରତିବଦ୍ଧତାକୁ ସୂଚାଉଛି।

ବର୍ଗ-୧ ସାର୍ଟିଫିକେଟ୍ ସୂଚାଉଛି ଯେ କଳିଙ୍ଗ ଇନ୍ ଡୋର ଆଥଲେଟିକ୍ସ ଏରିନା ଭିତ୍ତିଭୂମି, ସୁବିଧା ଏବଂ ବୈଷୟିକ ଦକ୍ଷତା ସମ୍ବନ୍ଧୀୟ କଠୋର ମାନଦଣ୍ଡ ପୂରଣ କରି ବିଶ୍ୱ ଆଥଲେଟିକ୍ସ ଦ୍ୱାରା ଧାର୍ଯ୍ୟ ସର୍ବୋଚ୍ଚ ମାନଦଣ୍ଡକୁ ଅନୁସରଣ କରୁଛି । ଏହି ମାନ୍ୟତା ଦେଶର ଆଥଲେଟିକ୍ ପ୍ରତିଭାକୁ ପ୍ରୋତ୍ସାହିତ କରିବା ସହ ସମ୍ମାନଜନକ ଅନ୍ତର୍ଜାତୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଦ୍ୱାର ଫିଟାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

‘ମୋ ପତ୍ନୀ ବି ଚିତ୍କାର କରିବାକୁ ଲାଗିଲେ’, ବୈଭବଙ୍କ ସହ ଏମିତି କ’ଣ ହେଲା? ପ୍ରଶ୍ନ ଉଠାଇଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଦ୍ୱିତୀୟ T20 ମ୍ୟାଚ ଆରମ୍ଭ ହେବାକୁ ଯାଉଛି। ତେବେ ଏହା ପୂର୍ବରୁ ପ୍ରଥମ T20ରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନ୍‌ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?