ରାଉରକେଲାରେ କଲ୍ୟାଣ ଜୁଏଲର୍ସ ଉଦ୍‌ଘାଟିତ

ଭୁବନେଶ୍ୱର/ରାଉରକେଲା ଅଫିସ,୧୯।୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ଓଡ଼ିିଶା ୟୁନିଟ୍‌ ପକ୍ଷରୁ ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ରାଉରକେଲା ସିଭିଲ ଟାଉନଶିପ ପାନପୋଷ ରୋଡ୍‌ର ନେକ୍ସା ବିଲ୍‌ଡିଂ ପରିସରରେ କଲ୍ୟାଣ ଜୁଏଲର୍ସର ଉକ୍ତ ଷ୍ଟୋର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ବଲିଉଡ୍‌ ଅଭିନେତା ରଣବୀର କପୁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। କଲ୍ୟାଣ ଜୁଏଲର୍ସର ସିଇଓ ସଞ୍ଜୟ ରଘୁମଣିଙ୍କ ସମେତ ବ୍ରାଣ୍ଡ୍‌ର ବହୁ ବରିଷ୍ଠ ଅଧିକାରୀ ଏବଂ ଷ୍ଟୋର କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

ଏ ସମ୍ପର୍କରେ କଲ୍ୟାଣ ଜୁଏଲର୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରମେଶ କଲ୍ୟାଣରମ କହିଛନ୍ତି, ଓଡ଼ିଶା ବଜାରରେ ଆମେ ୮ ବର୍ଷ ପୂରଣ କରିଥିବା ବେଳେ ବର୍ତ୍ତମାନ ଆମେ ରାଜ୍ୟର ପ୍ରମୁଖ ସହର ରାଉରକେଲାଠାରେ ମଧ୍ୟ ଏକ ନୂତନ ଷ୍ଟୋର ସହ ବଜାର ପ୍ରବେଶ ସମ୍ପର୍କରେ ଘୋଷଣାକରି ବେଶ୍‌ ଆନନ୍ଦିତ। କଲ୍ୟାଣ ଜୁଏଲର୍ସ ପାଇଁ ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ବଜାର ହୋଇଥିବା ବେଳେ ଉକ୍ତ ଅଞ୍ଚଳରେ ଆମର ନୂତନ ନିବେଶ ବ୍ରାଣ୍ଡ୍‌ର ଉପସ୍ଥିତିକୁ ଆହୁରି ବଢ଼ାଇବା ପାଇଁ ରହିଥିବା ଆମ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି। ଉଲ୍ଲେଖଯୋଗ୍ୟ ରାଉରକେଲା ସହରରେ କଲ୍ୟାଣ ଜୁଏଲର୍ସର ଏହା ପ୍ରଥମ ଷ୍ଟୋର ହୋଇଥିବା ବେଳେ ଓଡିଶା ବଜାରରେ ୩ୟ ଷ୍ଟୋର (ଶୋ’ରୁମ୍‌) ବୋଲି କଲ୍ୟାଣ ଜୁଏଲର୍ସ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri