ବ୍ରହ୍ମପୁରରେ କଲ୍ୟାଣ ଜୁଏଲର୍ସ

ବ୍ରହ୍ମପୁର ଅଫିସ,୪ା୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ‘କଲ୍ୟାଣ ଜୁଏଲର୍ସ’ର ଏକ୍ସକ୍ଲୁସିଭ୍‌ ଶୋ’ରୁମ୍‌ ବ୍ରହ୍ମପୁରର ସିଟି ହାଇସ୍କୁଲ ରୋଡ୍‌ରେ ଶନିବାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ କଲ୍ୟାଣ ଜୁଏଲର୍ସର ସିଓଓ ସଞ୍ଜୟ ରଘୁରମଣ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ବିଗତ ବର୍ଷଗୁଡ଼ିକରେ ବ୍ୟକ୍ତିଗତ ଭାବେ ଭଲ ଲାଗିବା ଓ ସେବାଭିତ୍ତିକ ଶପିଂ ଅନୁଭୂତି ପ୍ରଦାନ କରି ଆମେ ଆମର ପୃଷ୍ଠପୋଷକଙ୍କୁ ସୁବିଧା ସୁଯୋଗ ଦେବାରେ ବଡ଼ ପଦକ୍ଷେପ ଗ୍ରହଣ କରିଛୁ ବୋଲି ସଞ୍ଜୟ କହିଛନ୍ତି। ବର୍ତ୍ତମାନ ଆମେ ଦୃଢ ଗ୍ରାହକ ବିଶ୍ୱସନୀୟତା ଓ ବଜାରରେ ବ୍ରାଣ୍ଡ୍‌ ପରିଚୟ ଉପଭୋଗ କରୁଛୁ। ରାଜ୍ୟରେ ଏହା ୨ୟ ଶୋ’ରୁମ ହୋଇଥିବାବେଳେ ବଜାର ଅଂଶ ଓ ବ୍ରାଣ୍ଡ୍‌ର ଉପସ୍ଥିତିକୁ ସମ୍ପ୍ରସାରଣ କରିପାରିଛୁ। ଏହି ପରିପ୍ରେକ୍ଷୀରେ ପ୍ରତି ୧ ଲକ୍ଷ ଟଙ୍କା ମୂଲ୍ୟର ହୀରା ଗହଣା କ୍ରୟ ଉପରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ରିହାତି ପ୍ରଦାନ କରାଯିବ ବୋଲି ଷ୍ଟୋର ପକ୍ଷରୁ ଘୋଷଣା କରାଯାଇଛି। ଏହା ସହ ପ୍ରତି ଗ୍ରାମର ଗଢା ମୂଲ୍ୟ ଉପରେ ତତ୍କାଳ ୩ ଶହ ଟଙ୍କାର ରିହାତି ଓ ପୁରୁଣା ସୁନା ବଦଳ ଉପରେ ପ୍ରତି ଗ୍ରାମରେ ଅଧିକ ୫୦ ଟଙ୍କା ପ୍ରଦାନ କରାଯିବ ବୋଲି  କଲ୍ୟାଣ ଜୁଏଲର୍ସ ପକ୍ଷରୁ କୁହାଯାଇଛି। ସେହଭଳି ଷ୍ଟୋର ପକ୍ଷରୁ କଲ୍ୟାଣ ସୁନା ଦରର ମଧ୍ୟ ଶୁଭାରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

SBI କର୍ମଚାରୀଙ୍କ ବଡ଼ ଷ୍ଟ୍ରାଇକ୍‌! ଦେଶବ୍ୟାପୀ ଦୁଇଦିନ ପାଇଁ ଠପ୍‌ ପଡିଯିବ ବ୍ୟାଙ୍କ ସେବା, ଜାଣନ୍ତୁ କେବେ?

ନୂଆଦିଲ୍ଲୀ,୧୫।୫: ଦେଶର ସର୍ୱବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ରେ କାର୍ଯ୍ୟରତ କର୍ମଚାରୀମାନେ ସେମାନଙ୍କର ଦାବି ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଅଲ…

ପେଟ୍ରୋଲ ପରେ ବଢିଯିବ କି ଗ୍ୟାସ ସିଲିଣ୍ଡରର ଦାମ୍‌? ଏବେ ସିଲିଣ୍ଡର ବୁକ କରିବାକୁ କେତେ ଖର୍ଚ୍ଚ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୫: ୧ ମଇ, ୨୦୨୬ ଠାରୁ ୧୯ କିଲୋଗ୍ରାମର ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୯୩ ବୃଦ୍ଧି କରାଯାଇଛି। ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପରେ,…

ପେଟ୍ରୋଲ ରେଟ୍‌ ବଢିବା ପରେ କେଉଁଠି ଶସ୍ତାରେ ମିଳୁଛି ପେଟ୍ରୋଲ, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୫: ଆଜି, ୧୫ ମଇ ଠାରୁ, ସାରା ଦେଶରେ ପେଟ୍ରୋଲ, ଡିଜେଲ ଏବଂ ସିଏନଜିର ମୂଲ୍ୟ ବୃଦ୍ଧି ପାଇଛି। ପେଟ୍ରୋଲର ମୂଲ୍ୟ ଲିଟର ପିଛା ୩.୧୪ ବୃଦ୍ଧି…

ବଢିଲା ପେଟ୍ରୋଲ ରେଟ୍‌: ମାର୍କେଟକୁ ଆସିଲା ୪ଟି ସବୁଠୁ ଶସ୍ତା ଇଲେକ୍ଟ୍ରି କାର୍‌, ରେଟ୍‌ ଜାଣିଲେ…

ନୂଆଦିଲ୍ଲୀ,୧୫।୫: ପେଟ୍ରୋଲ ଏବଂ ଡିଜେଲର ବୃଦ୍ଧି ଏବେ ଲୋକଙ୍କ ବଜେଟକୁ ବ୍ୟାହତ କରିବା ଆରମ୍ଭ କରିଛି। ଦୈନନ୍ଦିନ ଯାତ୍ରୀମାନଙ୍କ ପାଇଁ, ମାସିକ ଇନ୍ଧନ ଖର୍ଚ୍ଚ ଏକ ବଡ଼…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା ପେଟ୍ରୋଲ-ଡିଜେଲ ରେଟ୍, ଭୁବନେଶ୍ବରରେ….

ନୂଆଦିଲ୍ଲୀ,୧୫।୫: ଯାହା ଭୟ ଥିଲା ସେୟା ହିଁ ଘଟିଲା। ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ ବଡ଼ ବୃଦ୍ଧି ଘଟିଛି । ପେଟ୍ରୋଲ ୩ଟଙ୍କା ୧୪…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ,…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri