ଖୁବ୍‌ଶୀଘ୍ର ଅନୁଗୋଳରେ ଖୋଲିବ କଲ୍ୟାଣ ଜୁଏଲର୍ସ

ଭୁବନେଶ୍ୱର, ୧୧।୪: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ବା ଗହଣା ବ୍ରାଣ୍ଡ୍‌ କଲ୍ୟାଣ ଜୁଏଲର୍ସର ନୂତନ ଶୋ’ରୁମ୍‌ ଖୁବ୍‌ଶୀଘ୍ର ଅନୁଗୋଳର ଶଙ୍କର ସିନେମା ରୋଡ୍‌ଠାରେ ଖୋଲିବାକୁ ଯାଉଛି। ଏପରିକି ଓଡ଼ିଶା ବଜାରରେ ବ୍ରାଣ୍ଡ୍‌ର ଉପସ୍ଥିତି ଓ ସମ୍ପ୍ରସାରଣ ବିଷୟରେ ପ୍ରତିଷ୍ଠାନ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଏପ୍ରିଲ ୧୨ ପୂର୍ବାହ୍ନ ୧୧ଟା ୩୦ ମିନିଟ୍‌ରେ ବଲିଉଡ୍‌ ତାରକା ସୋନାକ୍ଷୀ ସିହ୍ନା ଉକ୍ତ ଶୋ’ରୁମ୍‌କୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ ବୋଲି କଲ୍ୟାଣ ଜୁଏଲର୍ସ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।

ସେହିଭଳି ଅନୁଗୋଳ ଟାଉନରେ ବ୍ରାଣ୍ଡ୍‌ର ଏହା ପ୍ରଥମ ଏକ୍ସକ୍ଲସିଭ ଷ୍ଟୋର (ଶୋ’ରୁମ୍‌) ହୋଇଥିବାବେଳେ ରାଜ୍ୟ (ଓଡ଼ିଶା)ରେ ମୋଟ ୬ଷ୍ଠ ଶୋ’ରୁମ୍‌ ବୋଲି ପ୍ରତିଷ୍ଠାନ ପକ୍ଷରୁ କୁହାଯାଇଛି। ଏପରିକି ଓଡ଼ିଶାର ଭୁବନେଶ୍ୱର, ରାଉରକେଲା ଓ ବ୍ରହ୍ମପୁର ଭଳି ରାଜ୍ୟର ପ୍ରମୁଖ ସହରରେ ବ୍ରାଣ୍ଡ୍‌ର ଷ୍ଟୋର ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଖୁସିଖବର: ଏହି ସପ୍ତାହରେ DA ବୃଦ୍ଧି ଘୋଷଣା! ଜାଣନ୍ତୁ କେତେ ବଢିବ…

ନୂଆଦିଲ୍ଲୀ,୨୮।୯: କେନ୍ଦ୍ର ସରକାର ବର୍ଷକୁ ଦୁଇଥର ନିଜ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବା DA (Dearness Allowance) ବୃଦ୍ଧି କରିଥାନ୍ତି। ଏଥିମଧ୍ୟରୁ ଗୋଟିଏ ବୃଦ୍ଧି ହୋଲି ସମୟରେ…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?