କଲ୍ୟାଣ ଜୁଏଲର୍ସର ୩ୟ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ, ୮।୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସ ପକ୍ଷରୁ ଚଳିତ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ୩ୟ ତ୍ରୈମାସିକ (ଅକ୍ଟୋବରରୁ ଡିସେମ୍ବର) ଶେଷ ସୁଦ୍ଧା କମ୍ପାନୀର ନେଟ୍‌ ଲାଭ ଗତ ବର୍ଷ ତୁଳନାରେ ୧୩.୦୬% ବୃଦ୍ଧି ଘଟି ୩,୮୮୪.୦୯ କୋଟି ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଗତବର୍ଷ ସମାନ ଅବଧି ମଧ୍ୟରେ କମ୍ପାନୀର ନେଟ୍‌ ଲାଭ ୩,୪୩୫.୩୯ କୋଟି ଟଙ୍କା ରହିଥିଲା। ଏପରିକି ୨୦୨୨ ଡିସେମ୍ବର ୩୧ରେ ଶେଷ ହୋଇଥିବା କମ୍ପାନୀର ତ୍ରୈମାସିକ ୧୦.୩୪% ଲାଭ ହୋଇ ୧୪୮.୪୩ କୋଟି ଟଙ୍କାରେ ପହଞ୍ଚତ୍ଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?