Posted inଜାତୀୟ

ସୁଧୁରୁନି କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୨୫ ।୭: ସଂକ୍ରମଣ ଯୋଗୁ କିଛିଦିନ ହେବ ଉତ୍ତର ପ୍ରଦେଶ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟଗ୍ରାଜୁଏଟ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏସ୍‌ଜିପିଜିଆଇ)ର ଭର୍ତ୍ତି ହୋଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସେମିତି କିଛି ଉନ୍ନତି ପରିଲକ୍ଷିତ ହେଉନାହିଁ । ସେ ଏବେ ଲାଇଫ୍ ସପୋର୍ଟ ବା ଜୀବନ ରକ୍ଷକ ପ୍ରଣାଳୀରେ ରହିଛନ୍ତି । ଏସ୍‌ଜିପିଜିଆଇର ଜଣେ ବରିଷ୍ଠ ଚିକିତ୍ସକ ରବିବାର ଏହି ସୂଚନା ଦେଇଛନ୍ତି । ଏପର୍ଯ୍ୟନ୍ତ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ରିଟିକଲ କେୟାର ମେଡିସିନ, ନେଫ୍ରୋଲୋଜି, ନ୍ୟୁରୋଲୋଜି ଓ କାର୍ଠିଓଲୋଜି ବିଭାଗର ବରିଷ୍ଠ ଡାକ୍ତରଙ୍କ ହେପାଜତରେ ରହିଛନ୍ତି । ସୂଚନାଯୋଗ୍ୟ, ୮୯ ବର୍ଷୀୟ କଲ୍ୟାଣ ସିଂଙ୍କୁ ଗତ ୪ ଜୁଲାଇରେ ସଂକ୍ରମଣ ଯୋଗୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆରମ୍ଭରୁ ହିଁ ତାଙ୍କୁ ଆଇସିୟୁ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri