ତାରାତାରିଣୀ କଲେଜର ଗୌରବ: ବ୍ରହ୍ମପୁର ଆଇଜରରେ ସ୍ଥାନ ପାଇଲେ କଲ୍ୟାଣୀ

ପୁରୁଷୋତ୍ତମପୁର, ୧୫ା୮(ସିମାଞ୍ଚଳ ମିଶ୍ର): ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ରୀ କଲ୍ୟାଣି ଶୁଭଶ୍ରୀ ତ୍ରିପାଠୀ ପୁଣି ଥରେ କଲେଜ ଲାଗି ଗୌରବ ଆଣିଛନ୍ତି। କେବଳ ସେତିକି ନୁହେଁ ସେ ଓଡିଶାର ପ୍ରଥମ ଛାତ୍ରୀ ଭାବରେ ବ୍ରହ୍ମପୁର ଆଇଜରରେ ବାୟୋଲୋଜିକାଲ ସାଇନ୍ସ ବିଭାଗର ଆଇପିହେଚଡି ୭ ବର୍ଷିଆ ପାଠ୍ୟକ୍ରମରେ ନାମ ଲେଖାଇଛନ୍ତି। ୨୦୧୬ରେ ବ୍ରହ୍ମପୁରରେ ଆଇଜର ପ୍ରତିଷ୍ଠା ପରଠାରୁ ଓଡିଶାର କୌଣସି ଛାତ୍ରୀ ନାମ ଲେଖାଇନଥିବା ବେଳେ କଲ୍ୟାଣିଶୁଭଶ୍ରୀ ପ୍ରଥମ। ଏପରି ଗତ ମାର୍ଚ୍ଚ ମାସରେ ସେ ଜାମ (ଯୁଗ୍ମ ପ୍ରବେଶିକା ପରିକ୍ଷା) ବାୟୋଟେକ୍ନୋଲୋଜିରେ ସର୍ବ ଭାରତୀୟ ସ୍ତରରେ ୧୬୧ ରେଙ୍କରେ ରହି କଲିକତା ହାଓ୍ବଡା ସ୍ଥିତ ଆଇଆଇ ଇଏସଟିରେ ରିସର୍ଚ କରି କଲେଜ ପାଇଁ ସଫଳତା ମଧ୍ୟ ଆଣିଥିଲେ। ୧୯୭୯ରେ ଏହି ତାରା ତାରିଣି କଲେଜ ପ୍ରତିଷ୍ଠାଠାରୁ ଏଭଳି ସଫଳତାରେ କଲ୍ୟାଣି ଶୁଭଶ୍ରୀ ପ୍ରଥମ। ସେ ବିନା କୋଚିଙ୍ଗରେ ଏଭଳି ସଫଳତା ହାସଲ କରିଛନ୍ତି। ଏହି ସଫଳତା ଲାଗି ସେ ତାଙ୍କ ବାପା ସରକାରୀ ଓକିଲ ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ମା ରଶ୍ମୀରେଖା ତ୍ରିପାଠୀ, ଭାଇ ମଳୟ କୁମାର ତ୍ରୀପାଠିଙ୍କୁ କୃତଜ୍ଞତା ଜଣାଇଛନ୍ତି। ଏହି ସଫଳତା ଯୋଗୁ ତାଙ୍କ ପାଖକୁ ବିଭିନ୍ନ ମହଲରୁ ସୁଭେଚ୍ଛାର ସୁଅଛୁଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri