କଲ୍ୟାଣର ‘ଟେମ୍ପଲ ଜୁଏଲେରି କଲେକ୍ସନ’

ନୂଆଦିଲ୍ଲୀ,୧୫।୫: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ଆକର୍ଷଣୀୟ ଓ ସୂକ୍ଷ୍ମ କାରିଗରିର ଏକ ଅପୂର୍ବ ଡିଜାଇନ ‘ଟେମ୍ପଲ ଜୁଏଲେରି’ କଲେକ୍ସନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ‘ଟେମ୍ପଲ ଜୁଏଲେରି’ ହେଉଛି ଏକ ଆକର୍ଷଣୀୟ ଓ ସୂକ୍ଷ୍ମ ଷ୍ଟାଇଲ୍‌ର ହାତ ତିଆରି ଗହଣା, ଯାହାର ସମ୍ପର୍କ ଦକ୍ଷିଣ ଭାରତର ନବମ ଶତାବ୍ଦୀ ଇତିହାସ ସହ ଜଡିତ ରହିଛି। ଯଦିଓ ପାରମ୍ପରିକ ଭାବେ ଏହି ଗହଣାଗୁଡ଼ିକୁ ଦେବଦେବୀ କିମ୍ବା ରାଜ ପରିବାରରେ ବ୍ୟବହାର କରାଯାଉଥିଲା କିନ୍ତୁ ବର୍ତ୍ତମାନ ତାହା ବଧୂମାନଙ୍କ ପାଇଁ କିମ୍ବା ସ୍ବତନ୍ତ୍ର ଅବସର ଲାଗି ଏକ ଲୋକପ୍ରିୟ ଗହଣାରେ ପରିଣତ ହୋଇଛି। ଏପରିକି ପାରମ୍ପରିକ ଟେମ୍ପୁଲ ଜୁଏଲେରି ସୃଷ୍ଟି କରିବା ପଛରେ ଏକାଧିକ ସ୍ତର ରହିଛି, ଯାହା ଗହଣାକୁ ଡିଜାଇନ୍‌ କରିବାଠାରୁ ଆରମ୍ଭ ହୋଇଛି। ସେହିଭଳି ଡିଜାଇନ୍‌ଗୁଡ଼ିକ ମୁଖ୍ୟତଃ ପ୍ରାଚୀନ ହିନ୍ଦୁ ସ୍ଥାପତ୍ୟରୁ ପ୍ରେରିତ ଏବଂ ପ୍ରତିଟି ଗହଣା ସହ ଅର୍ଥ ଓ ଗୁରୁତ୍ୱ ଜଡ଼ିତ ରହିଛି। ଅପରପକ୍ଷରେ କଲ୍ୟାଣ ଜୁଏଲର୍ସର ଗ୍ରାହକ କୈନ୍ଦ୍ରିକ ଅଭିଯାନ ୪-ସ୍ତରୀୟ ଆସ୍ୟୁରାନ୍ସ ସାର୍ଟିଫିକେଟ୍‌ ମଧ୍ୟ ଉପସ୍ଥାପନ କରାଯାଉଛି ଯାହା ଗ୍ରାହକମାନଙ୍କୁ ଶ୍ରେଷ୍ଠ ମୂଲ୍ୟ, ଗୁଣବତ୍ତା ଓ ସେବାର ଗ୍ୟାରେଣ୍ଟି ପ୍ରଦାନ କରୁଛି। କଲ୍ୟାଣ ଜୁଏଲର୍ସ ଯୁକ୍ତିଯୁକ୍ତ ଓ ସ୍ବଚ୍ଛ ବ୍ୟବସାୟ ପ୍ରଥାକୁ ଅନୁସରଣ କରୁଛି,ଯାହାର ପ୍ରମାଣ ୪-ସ୍ତରୀୟ ଆସ୍ୟୁରାନ୍ସ ପ୍ଲାନ୍‌ର ଉପତ୍ାଦ ସୂଚନା ବିଭାଗରେ ରହିଛି। ଏପରିକି ବ୍ରାଣ୍ଡ୍‌ ପକ୍ଷରୁ ଉପତ୍ାଦର ମୋଟ ମୂଲ୍ୟରୁ ଲାଖ, ଜେମଷ୍ଟୋନ, କାଚ, କାଠ, ଲନାମେଲ୍‌ ଭଳି ଅନ୍ୟାନ୍ୟ ସାମଗ୍ରୀକୁ ବାଦ ଦେବା ସହ କେବଳ ବ୍ୟବହାର ହୋଇଥିବା ସୁନା ପାଇଁ ଗ୍ରାହକମାନଙ୍କଠାରୁ ସୁନାର ମୂଲ୍ୟ କେବଳ ଗ୍ରହଣ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲା: PSO ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ, କ’ଣ କହିଲେ କୋର୍ଟରେ…

ଝାରସୁଗୁଡ଼ା, ୨୧ା୨(ଆଶିଷ ରଞ୍ଜନ ଦାଶ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ତାଙ୍କର ତତ୍କାଳୀନ ପିଏସ୍‌ଓ ମିତ୍ରଭାନୁ ଦେଓ ଶନିବାର ଝାରସୁଗୁଡ଼ା ଅତିରିକ୍ତ ଜିଲାଜଜ୍‌ କୋର୍ଟରେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ଦେବଗଡ଼,୨୧ା୨(ଶଶାଙ୍କ ଶେଖର ଝାଙ୍କର)- ଦେବଗଡ଼ ଥାନା ଅଞ୍ଚଳର ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ…

ପଶ୍ଚିମବଙ୍ଗ ପାଇଁ BJPର ମାଷ୍ଟରଷ୍ଟ୍ରୋକ୍‌! ସାରା ରାଜ୍ୟରେ ବାହାରିବ…ମୋଦି କରିବେ… 

କୋଲକାତା,୨୧।୨: ଆଗାମୀ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ବଡ଼ ରଣନୀତି ପ୍ରସ୍ତୁତ କରିଛି। ମମତା ବାନାର୍ଜୀଙ୍କ ସରକାରକୁ କ୍ଷମତାରୁ ହଟାଇବା…

ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ

ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍‌ ପାଇଛି। ସେଥିରେ ୨…

ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…

ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…

୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ

ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri