Big Breaking: ନିର୍ଗୁଣ୍ଡିରେ ଲାଇନ୍‌ଚ୍ୟୁତ ହେଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି

ଚୌଦ୍ୱାର,୩୦ା୩: କଟକ ଜିଲା ମଙ୍ଗୁଳି ନିକଟ ନିର୍ଗୁଣ୍ଡିଠାରେ ରବିବାର ମଧ୍ୟାହ୍ନରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନ୍‌ ନଂ ୧୨୫୫୧ ବେଙ୍ଗାଲୁରୁରୁ କାମାକ୍ଷା ଯାଉଥିଲା। ଏନେଇ ପୂର୍ବତଟ ରେଲଓ୍ବେ ପକ୍ଷରୁ ସୂଚନା ମିଳିଛି।

କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନା ପଠାଯାଇଥିବା ଜଣାପଡ଼ିଛି। ପ୍ରବଳ ଖରା ହେଉଥିବାରୁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନେ ବିକଳ୍ପ ବ୍ୟବସ୍ଥାକୁ ଅପେକ୍ଷା କରିଛନ୍ତି।

ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି ଘଟଣାସ୍ଥଳରେ ରେଳବାହିନୀ ଟିମ୍‌ ପହଞ୍ଚିଥିବା ଜଣାପଡ଼ିଛି। ଆର୍‌ପିଏଫ୍‌ ଏବଂ ଜିଆର୍‌ପିଏଫ୍‌ ଏବଂ ସ୍ଥାନୀୟ ଲୋକେ ଉଦ୍ଧାର କରୁଥିବା ଜଣାପଡ଼ିଛି। କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ହେବା ପରେ ଘଟଣାସ୍ଥଳରେ ସମସ୍ତ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି । ହେଲେ ଟ୍ରେନ୍‌ କିପରି ଲାଇନଚ୍ୟୁତ ହେଲା ତାହାର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଏନେଇ ଅଧିକ ଅପଡେଟ୍‌ର ଅପେକ୍ଷା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri