ସୋମବାରଠାରୁ କାମାକ୍ଷାନଗର ଏନ୍‌ଏସି ଶଟ୍‌ଡାଉନ

କାମାକ୍ଷାନଗର,୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଏନ୍‌ଏସିକୁ ଆସନ୍ତାକାଲିଠାରୁ ୫ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏନ୍‌ଏସି ଅଞ୍ଚଳରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଥିବା ଜିଲାପାଳ ପ୍ରକାଶ କରିଛନ୍ତି। ତେବେ ଏହି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ବ୍ୟତୀତ ଅନ୍ୟ ଦୋକାନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ ବ୍ଲକରେ ଲାଗିଲା ମାଓବାଦୀ ପୋଷ୍ଟର

କୋଟଗଡ,୧୮।୧୨(ଡି.ଏନ.ଏ): କନ୍ଧମାଳ ଜିଲା କୋଟଗଡ ମୁନିଗୁଡା ଏନଏଚ୍‌-୫ ରାସ୍ତାଜୁଡାବାଲି ଗ୍ରାମପଞ୍ଚାୟତ ଗେଟାବାଲି ଛକ ନିକଟ ତେନ୍ତୁଲି ଗଛ ନିକଟରେ ବୁଧବାର ଦିନ ମାଓ ବେନର ଓ...

ଅମାନିଆଙ୍କ ପାଇଁ କଠୋର

ସମ୍ବଲପୁର,(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶକୁ ଲକଡାଉନ କରି କେତେକ କଟକଣା ଘୋଷଣା କରାଯାଇଛି । ହେଲେ କେତେକ ଏହାକୁ ମାନୁ ନାହାନ୍ତି। ଏଣୁ...

ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘର ଆନ୍ଦୋଳନ

ତାଳଚେର, ୧।୭(ନି.ପ୍ର.): ଭଡ଼ା ବୃଦ୍ଧି ଦାବିରେ ତାଳଚେର ଟ୍ରକ ମାଲିକ ସଂଘ ପକ୍ଷରୁ ସୋମବାରଠାରୁ ଆନ୍ଦୋଳନ ଆରମ୍ଭ ହୋଇଛି। ତାଳଚେର କୋଲ୍ଡଫିଲ୍ଡରୁ ଟ୍ରକ ଯୋଗେ କୋଇଲା...

ମହିଳାଙ୍କୁ ହତ୍ୟା ଘଟଣା :  ଅଭିଯୁକ୍ତ ଟୁନାଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର ଅଫିସ,୧୯ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ (ଏଡିଜେ) -୧ ଡ.ପ୍ରସନ୍ନ କୁମାର ପଣ୍ଡା ଜଣେ ମହିଳାଙ୍କୁ ବିୟର ବୋତଲରେ ଭୁସି ହତ୍ୟା କରାଯାଇଥିବା ମାମଲାର...

ସଡକ ସୁରକ୍ଷା ନେଇ ସଚେତନ ଶୋଭାଯାତ୍ରା

ବୋଡେନ,୨୨।୯(ଡି.ଏନ.ଏ.) ନୂଆପଡା ଜିଲା ବୋଡେନ ପୋଲିସ ପକ୍ଷରୁ ଶନିବାର ସଡକ ସୁରକ୍ଷା ସମ୍ପର୍କରେ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୋଡେନ ଥାନା ଅଧିକାରୀ ସରୋଜ...

୬୨ଲିଟର ଦେଶୀ ମଦ ଜବତ: ୫ ଗିରଫ

ମାଧପୁର,୨୪।୧(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଠାକୁରଗଡ଼ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମରେ ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ୬୨ଲିଟର ଦେଶୀମଦ...

କୋଇଲା ଉଦ୍ୟୋଗରୁ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବି ପ୍ରସଙ୍ଗ: ଆନ୍ଦୋଳନକାରୀଙ୍କୁ ଅଟକ ରଖିଛି ପୋଲିସ

ତାଳଚେର,୨୫।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେରରେ କୋଇଲା ଉଦ୍ୟୋଗରେ ଶତ ପ୍ରତିଶତ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ ପ୍ରତ୍ୟାହାର ଦାବିରେ ଭାରତୀୟ ମଜଦୁର ସଙ୍ଘ ପକ୍ଷରୁ ୩ ଦିନ...

ସ୍ଲୁଇସ୍‌ ଗେଟ୍‌ର ଫାଟକ ମରାମତି କଲେ ଚାଷୀ

ପଦ୍ମପୁର, ୪ା୮(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତର ମେଳକସାହି ଠାରେ ଅବସ୍ଥିତ ସ୍ଲୁଇସ ଗେଟର ଫାଟକକୁ ସୋମବାର ଚାଷୀ ମାନେ ମିଳିତ ଉଦ୍ୟମରେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *