Posted inଜାତୀୟ

ପ୍ରାଣ ପ୍ରତିଷ୍ଠା ନେଇ ଖୁସି ନୁହନ୍ତି କମଲ ହାସନ: କହିଲେ ୩୦ ବର୍ଷ ତଳର ସେହି ପୁରୁଣା ମନ୍ତବ୍ୟ ମୁଁ ଦେବି…

ଚେନ୍ନାଇ,୨୪।୧ : ଯେଉଁଠାରେ ଭାରତର ଅନେକ ସେଲିବ୍ରିଟି ଅଯୋଧ୍ୟାରେ ରାମ ମନ୍ଦିରର ପବିତ୍ର ଉତ୍ସବ ପାଳନ କରୁଛନ୍ତି। ଏପରିସ୍ଥଳେ ଦକ୍ଷିଣ ହିନ୍ଦୀ ସିନେମାର ସୁପରଷ୍ଟାର କମଲ ହାସନ ଏପରି କିଛି କରିଛନ୍ତି ଯାହା ସୋସିଆଲ ମିଡିଆରେ ଆଲୋଡ଼ନ ସୃଷ୍ଟି କରିଛି। ଚେନ୍ନାଇରେ ଗଣମାଧ୍ୟମ ସହ କଥାବାର୍ତ୍ତା କରୁଥିବାବେଳେ ଅଭିନେତା ତଥା ରାଜନେତା କମଲ ହାସନ ରାମ ମନ୍ଦିରରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉପରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଏହି ସମୟରେ, ସିଧାସଳଖ ଉତ୍ତର ଦେବା ପରିବର୍ତ୍ତେ କମଲ କହିଛନ୍ତି ତାଙ୍କ ମନ୍ତବ୍ୟ ୩୦ ବର୍ଷ ପୂର୍ବେ ଯାହା ଥିଲା ଆଜି ମଧ୍ୟ ସମାନ ରହିଛି। ତାଙ୍କ ବିବୃତ୍ତିରେ ସେ ୬ ଡିସେମ୍ବର ୧୯୯୨ ରେ ବାବ୍ରି ମସଜିଦ ଭାଙ୍ଗିବା ବିଷୟରେ ଦେଇଥିବା ବିବୃତ୍ତିକୁ ମନେ ପକାଇଛନ୍ତି। ବାବ୍ରି ମସଜିଦକୁ ଧ୍ୱଂସ କରିବାର କାହାର ଅଧିକାର ନ ଥିଲା। ତାନଜୋର ମନ୍ଦିର ଏବଂ ଭେଲାନକାନି ଚର୍ଚ୍ଚ ପରି ଏହି ଐତିହାସିକ ସ୍ଥଳ ମଧ୍ୟ ମୋର ନିଜର ଥିଲା। ’ଯଦିଓ ରାମ ମନ୍ଦିରର ଉଦଘାଟନ ବିଷୟରେ ଅଭିନେତା କୌଣସି ପ୍ରତ୍ୟକ୍ଷ ମତ ଦେଇ ନାହାନ୍ତି। ତେବେ ସେ ଧାର୍ମିକ ମତଭେଦକୁ ବିଶ୍ୱାସ କରୁ ନ ଥିବା କଥା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଦୀପାବଳି ପୂର୍ବରୁ ଖୁସିଖବର: ରାଶନ କାର୍ଡଧାରୀଙ୍କୁ ମାଗଣା ମିଳିବ ଗ୍ୟାସ ସିଲିଣ୍ଡର! ଜାଣନ୍ତୁ କେମିତି ଉଠାଇବେ ଲାଭ

୩।୧୦: ଦୀପାବଳି ପର୍ବ ପୂର୍ବରୁ ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ସାଧାରଣ ଲୋକଙ୍କ ପାଇଁ ବଡ଼ ଖବର ସାମ୍ନାକୁ ଆସିଛି। ଦିଲ୍ଲୀ ସରକାର ରାଶନ କାର୍ଡଧାରୀ ପରିବାରଙ୍କୁ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?