Advertisement

କମଲ ହାସନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା: ହସ୍ପିଟାଲରେ ଭର୍ତ୍ତି

ଚେନ୍ନାଇ,୨୪।୧୧: ସାଉଥ ସୁପରଷ୍ଟାର କମଲ ହାସନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଶ୍ରୀ ରାମଚନ୍ଦ୍ର ମେଡିକାଲ (ଏସଆରଏମ୍‌ସି)ରେ ଭର୍ତ୍ତି କରାଯାଇଛି। ବୁଧବାର ଅପରାହ୍ନରେ ହାଇଦ୍ରାବାଦରୁ ଚେନ୍ନାଇରେ ପହଞ୍ଚିବା ପରେ କମଲ ହାସନ ରାତିରେ ଜ୍ୱର ଏବଂ ଦୁର୍ବଳ ଅନୁଭବ କରିଥିଲେ। ଏହା ପରେ ତାଙ୍କୁ ସହରର ଏସଆରଏମ୍‌ସିରେ ଭର୍ତ୍ତି କରାଯାଇଥିଲା। ଆସନ୍ତା କିଛି ଦିନ ପାଇଁ ଡାକ୍ତରମାନେ ତାଙ୍କୁ ସମ୍ପୂର୍ଣ୍ଣ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି।
ୱାର୍କ ଫ୍ରଣ୍ଟରେ ଅଭିନେତା-ଚଳଚ୍ଚିତ୍ର ନିର୍ମାତା କମଲ ହାସନ ବର୍ତ୍ତମାନ ଶଙ୍କରଙ୍କ ‘ଇଣ୍ଡିଆନ ୨’, ହିଟ ରିଅଲିଟି ଶୋ’ ‘ବିଗ ବସ ତାମିଲ’ ଏବଂ ତାଙ୍କର ରାଜନୈତିକ ଦଳର କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ପରଟା, ପାଳଙ୍ଗ ପନିର ଭଳି ବ୍ୟଞ୍ଜନ ଶେୟାର କରି ଭାଜପାକୁ ପ୍ରସ୍ତୁତ କରିବାକୁ କହିଲା କଂଗ୍ରେସ

ନୂଆଦିଲ୍ଲୀ, ୯।୧୨: କଂଗ୍ରେସ ସମେତ ଅନ୍ୟ ରାଜନୈତିକ ଦଳମାନେ କୃଷକଙ୍କ ପକ୍ଷରୁ ଡକାଯାଇଥିବା ଭାରତ ବନ୍ଦକୁ ସମର୍ଥନ କରିଥିଲେ। ତେବେ କୃଷକ ସମର୍ଥନରେ କଂଗ୍ରେସ ଲଗାତାର...

ପଞ୍ଜାବ କଂଗ୍ରେସରେ ବଡ଼ ପରିବର୍ତ୍ତନ

ଚଣ୍ଡିଗଡ଼,୩୦।୪: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ଦଳୀୟ ସଂଗଠନରେ ବଡ଼ ପରିବର୍ତ୍ତନ କରାଯାଇଛି। ଶୁକ୍ରବାର ୫ ଜଣ ନୂଆ ଉପାଧ୍ୟକ୍ଷ ସମେତ ଜଣେ...

ଜାହ୍ନବୀଙ୍କ ନୂଆ ଗାଡି ସହ କ’ଣ ରହିଛି ଶ୍ରୀଦେବୀଙ୍କ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ଷ୍ଟାର କିଡ୍‌ ଜାହ୍ନବୀ କପୁର ଏବେ ବିଟାଉନ୍‌ରେ ନିଜ ପାଇଁ ଧୀରେ ଧୀରେ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିବାରେ ଲାଗିଛନ୍ତି। ‘ଧଡକ’...

କଂଗ୍ରେସର ରାଜ୍ୟସଭା ସଦସ୍ୟଙ୍କ ସହ ସୋନିଆଙ୍କ ବୈଠକ: ରାଜନୈତିକ ସ୍ଥିତି ଉପରେ ଚର୍ଚ୍ଚା

ନୂଆଦିଲ୍ଲୀ,୩୦।୭: କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଗୁରୁବାର ଦଳର ରାଜ୍ୟସଭା ସଦସ୍ୟଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏକ ବୈଠକ କରିଛନ୍ତି। ଏହି ବୈଠକରେ ବର୍ତ୍ତମାନର...

ଓମିକ୍ରନ୍‌ର ଷ୍ଟିଲ୍‌ଥ ଭାରିଆଣ୍ଟ୍‌, ଭାରତ ଉପରେ କେତେ ବିପଦ ?…

ନୂଆଦିଲ୍ଲୀ, ୧୬।୩ : ତିନିବର୍ଷ ପରେ ମଧ୍ୟ କରୋନାର ଭୟ ମନରୁ ଯାଇନି। ଏବେ ପୁଣିଥରେ କରୋନା ଆତଙ୍କ ବଢ଼ିବାରେ ଆରମ୍ଭ ହୋଇଛି। ଓମିକ୍ରନ୍‌ର ନୂଆ...

୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ପଦକ୍ଷେପ ନେବେ ନିର୍ବାଚନ କମିଶନ…

ନୂଆଦିଲ୍ଲୀ, ୨୬।୫ : ଦେଶରେ ୨୧୦୦ ଅଣ ମାନ୍ୟତା ପ୍ରାପ୍ତ ରାଜନୈତିକ ଦଳ ବିରୋଧରେ ନିର୍ବାଚନ କମିଶନ ପଦକ୍ଷେପ ଗ୍ରହଣ କରିବେ। ଏସବୁ ଦଳଗୁଡ଼ିକ ଅଡ଼ିଟ...

ଉତ୍ତରପ୍ରଦେଶ: ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ କଲେ ଆତ୍ମହତ୍ୟା

ଲକ୍ଷ୍ନୌ,୨୪।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତରେ ସାମିଲ ଥିବା ୟୁପି ପୋଲିସର ଡିଆଇଜି ଚନ୍ଦ୍ର ପ୍ରକାଶଙ୍କ ସ୍ତ୍ରୀ ଶନିବାର ଆତ୍ମହତ୍ୟା କରିଛନ୍ତି। ଖବରପାଇ ପୋଲିସ ମୃତଦେହ...

ସିଜେଆଇ ଅଫିସକୁ ଆର୍‌ଟିଆଇ ଅଧୀନକୁ ଅଣାଯିବା ପ୍ରସଙ୍ଗ: ସୁପ୍ରିମକୋର୍ଟ ରାୟ ଆଜି

ନୂଆଦିଲ୍ଲୀ, ୧୩ା୧୧ (ଆଇଏଏନ୍‌ଏସ୍‌): ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ କାର୍ଯ୍ୟାଳୟକୁ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ପରିସରକୁ ଅଣାଯିବ କି ନାହିଁ ସେନେଇ ଦିଲ୍ଲୀ ହାଇକୋର୍ଟଙ୍କ...

Advertisement
Archives

Model This Week