Posted inଜାତୀୟ

ଶିବଙ୍କ ଆଗରେ କମଲ ନଇଁବା ନିଶ୍ଚିତ: ସଙ୍କଟ ମୁକ୍ତ ଭାଜପା ସରକାର

ଭୋପାଳ,୧୦।୧୧: ମଧ୍ୟପ୍ରଦେଶ ଉପ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ସମ୍ମୁଖରେ କଂଗ୍ରେସର କମଲନାଥଙ୍କୁ ନିଶ୍ଚିତ ନଇଁବାକୁ ପଡ଼ିବ ବୋଲି ପ୍ରାଥମିକ ଫଳାଫଳରୁ ଜଣାପଡୁଛି। ରାଜ୍ୟରେ ଉପ ନିର୍ବାଚନ ହୋଇଥିବା ୨୮ଟି ଆସନ ମଧ୍ୟରୁ ଭାଜପା ୧୮ ଆସନରେ ଆଗୁଆ ରହିଛି। ସେହିପରି କଂଗ୍ରେସ ୮ଟି ଆସନରେ ଆଗୁଆ ରହିଛି। ଶିବରାଜଙ୍କ ସରକାର ୮ଟି ଆସନ ପାଇଲେ ବିଧାନସଭାରେ ଶାସକ ଦଳ ସଂଖ୍ୟା ଗରିଷ୍ଠତା ହାସଲ କରିବାକୁ ସକ୍ଷମ ହେବ। ରାଜ୍ୟର ମୋଟ ବିଧାନସଭା ଆସନ ୨୩୦ରୁ ଏବେ ୨୨୯କୁ ଖସିଆସିଛି। ଫଳରେ କୁହୁକ ସଂଖ୍ୟା ପୂର୍ବରୁ ୧୧୬ ବଦଳରେ ଏବେ ୧୧୫ ରହିଛି। ପ୍ରାଥମିକ ପଯର୍ର୍‌ୟାୟ ଭୋଟ ଗଣତିରେ ଶିବରାଜଙ୍କ ସରକାର ସଙ୍କଟ ମୁକ୍ତ ହେବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ଯାତ୍ରାପାର୍ଟି ବସ୍‌, ଗୁରୁତର ହୋଇ ୧୫ କଳାକାର ଜିଲା ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼,୨ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ରିଆମାଳ ଥାନା ତଥା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗା ପଥର ଗ୍ରାମ ନିକଟସ୍ଥ ଗୁରୁଲିଆ ଘାଟିରେ ଏକ ଯାତ୍ରପାର୍ଟି ବସ୍‌ ଓଲଟି…

ଅପରେଶନ ସାଇବର କବଚ: ୪.୫ କୋଟି ଠକେଇ, ବନ୍ଧା ହେଲେ ୩ ଅଭିଯୁକ୍ତ

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଅପରେଶନ ସାଇବର କବଚ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ଆଣିଦେଇଛି। କୋଟି କୋଟି ଟଙ୍କାର ବେନିୟମ କାରବାର ଅଭିଯୋଗରେ ଗୋଟିଏ ପରେ ଗୋଟିଏ ଅଭିଯୁକ୍ତଙ୍କୁ ପୋଲିସ…

ବକେୟା ପଡ଼ିଛି ୪.୫ ଲକ୍ଷ ଟଙ୍କାର ବିଦ୍ୟୁତ୍‌ ବିଲ୍‌: ୨ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

ଥୁଆମୂଳ ରାମପୁର,୨ା୩(ଦୁର୍ଗା କୀର୍ତ୍ତି): ଗ୍ରୀଷ୍ମଋତୁ ଆରମ୍ଭରୁ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ପାଇଁ ହାହାକାର ଦେଖାଦେଇଛି। ପଞ୍ଚାୟତ ପ୍ରଶାସନର ଚରମ…

ମାଟ୍ରିକ୍‌ ପରୀକ୍ଷାବେଳେ କପି ଦେଉଥିଲେ ୩ ଶିକ୍ଷକ, ଫ୍ଲାଇଂ ସ୍କ୍ବାଡ୍‌ ହାତରେ ପଡିଲେ ଧରା, ତା’ପରେ…

ରାୟଗଡ଼ା,୨।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କୋଲନରା ବ୍ଲକ କୈଳାସପୁର ସରକାରୀ ହାଇସ୍କୁଲରେ ଦଶମ ପରୀକ୍ଷା ବେଳେ ବାହାର ସ୍କୁଲର ୩ ଜଣ ଶିକ୍ଷକଙ୍କୁ କପି ଦେଉଥିବା…

ଘାଟିରେ ଓଲଟିଲା ପାଉଡର ବୋଝେଇ ଟ୍ରକ୍‌

କୋକସରା,୨ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କଳାହାଣ୍ଡି-ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଏପି ୧୬ ଟିଜେ ୧୮୭୭ ନମ୍ବର…

ଭଡା ଘରେ ଚାଲୁଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତ, ଅଚାନକ ଚଢାଉ କଲା ଅବକାରୀ ବିଭାଗ, ତା’ପରେ…

ଧର୍ମଗଡ଼,୨।୩(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ଜଗନ୍ନାଥ ପଡାର ଏକ ଭଡା ଘରେ ନକଲି ବିଦେଶୀ ମଦ ପ୍ରସ୍ତୁତ କରାଯାଉଥିବା ସୂଚନା ପାଇ ସୋମବାର ସକାଳୁ ଅବକାରୀ…

ଭାରତ-କାନାଡା ମଧ୍ୟରେ ୟୁରାନିୟମ ଚୁକ୍ତିନାମା: ଖୁବ୍‌ଶୀଘ୍ର ଉଭୟ ଦେଶ…

ନୂଆଦିଲ୍ଲୀ,୨ା୩: ୟୁରାନିୟମ ଏବଂ ଗୁରୁତ୍ୱପୂର୍ଣ୍ଣ ଖଣିଜ ଯୋଗାଣ ଲାଗି ଭାରତ ଓ କାନାଡା ମଧ୍ୟରେ ସୋମବାର ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ବିସ୍ତୃତ ଅର୍ଥନୈତିକ ସହଭାଗିତା ଚୁକ୍ତିନାମା ନେଇ…

ମହେନ୍ଦ୍ରଗିରି ବୁଲିବାକୁ ଯାଇ ସନ୍ଧ୍ୟାରେ ଘରକୁ ଫେରୁଥିଲେ: ଦୁର୍ଘଟଣାରେ ୨ ଗୁରୁତର

ମୋହନା,୨ା୩(ମନ୍ମଥ ମିଶ୍ର): ମୋହନା ଥାନା ଅନ୍ତର୍ଗତ ତଲାସିଂ ଗ୍ରାମ ନିକଟ ରାଜ୍ୟ ରାଜପଥ ବୁଲାଣି ନିକଟ ଶଙ୍ଖରେ ଏକ ବାଇକ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri