Posted inଜାତୀୟ

ବିରୋଧିଦଳ ନେତା ପଦରୁ ଇସ୍ତଫା ଦେଲେ କମଳ ନାଥ

ଭୋପାଳ,୨୮ ।୪: ମଧ୍ୟପ୍ରଦେଶ ବିଧାନସଭାର ବିରୋଧିଦଳ ନେତା କମଳ ନାଥ ପଦରୁ ଇସ୍ତଫା ଦେଇଛନ୍ତି । ହେଲେ ସେ ପ୍ରଦେଶ ଅଧ୍ୟକ୍ଷ ପଦରେ ରହିବେ କିନ୍ତୁ ବିରୋଧୀ ଦଳ ନେତା ରହିବେ ନାହିଁ । ତାଙ୍କ ସ୍ଥାନରେ କଂଗ୍ରେସର ବରିଷ୍ଠ ବିଧାୟକ ଗୋବିନ୍ଦ ସିଂଙ୍କୁ ନୂଆ ବିରୋଧି ଦଳ ନେତା ଦାୟିତ୍ୱ ଦିଆଯାଇଛି । ଗୋବିନ୍ଦ ସିଂ ଲହାରରୁ ବିଧାୟକ ରହିଛନ୍ତି ।
ସୂଚନାଯୋଗ୍ୟ, ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଭାଙ୍ଗିଯିବା ପରେ ସେବେଠାରୁ ଦଳ ମଧ୍ୟରେ ଅନ୍ତ କନ୍ଦଳ ଜାରି ରହିଛି । ତେଣୁ ଏଠାରେ କେତେବେଳେ କ’ଣ ପରିବର୍ତ୍ତନ ହେଉଛି ଅବା ହେବ ତାହା କହିବା ମୁସ୍କିଲ ।


Enter your email to get our daily news in your inbox.

All Right Reserved By Dharitri.Com

ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ପରେ ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି:ଏହି ଦିନ ହେବ ଭୋଟିଂ

ଭୁବନେଶ୍ୱର,୨୭।୫: ଓଡ଼ିଶାରେ ରାଜ୍ୟ ସଭା ରାଜ୍ୟ ସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେଡି ଛାଡ଼ି ଭାଜପାରେ ଦେଇଥିବା ଦେବାଶିଷ ସାମନ୍ତରାୟ ଇସ୍ତଫା ଦେବା ପରେ…

ଶ୍ରେଷ୍ଠ ବିଧାୟକ ଚୟନ କମିଟି ଗଠନ: ବାଛିବେ ୬ ସଦସ୍ୟ, ଜଣେ ସାମ୍ବାଦିକ ସାମିଲ

ଭୁବନେଶ୍ୱର,୨୭।୫: ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ ହୋଇଛି। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ ଏହି କମିଟି ଗଠନ କରାଯାଇଛି।…

ଭାରତରେ କରୋନାଠାରୁ ବିପଜ୍ଜନକ ‘ଇବୋଲା’ ଭାଇରସର ଏଣ୍ଟ୍ରି! ଆଫ୍ରିକାରୁ ଫେରିଥିବା ୨୮ ବର୍ଷୀୟ ମହିଳା ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୭।୫: ଆଫ୍ରିକାରେ ବ୍ୟାପିବା ପରେ ଏବେ ଭାରତରେ ଇବୋଲା ଭାଇରସ ମାମଲା ଦେଖାଯାଇଛି। ଉଗାଣ୍ଡାରୁ ଫେରିଥିବା ଜଣେ ମହିଳାଙ୍କଠାରେ ଇବୋଲା ଭାଇରସ ଲକ୍ଷଣ। ଏନେଇ କେନ୍ଦ୍ର…

OAS ପରୀକ୍ଷାରେ ୪୫ତମ ସ୍ଥାନ ଅଧିକାର କଲେ କେନ୍ଦ୍ରାପଡ଼ା ଝିଅ: ବିଜୟନଗରରେ ଉତ୍ସବ ମାହୋଲ

ମହାକାଳପଡ଼ା, ୨୭।୫ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ଅଞ୍ଚଳ ବିଜୟନଗର ଗ୍ରାମର…

ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା: ପୂରଣ ହେବ ଏତେ ପଦବୀ

ଭୁବନେଶ୍ୱର, ୨୭।୫: ଓଡ଼ିଶା ପୋଲିସରେ ବଡ଼ ନିଯୁକ୍ତି ନେଇ ଘୋଷଣା। ୭୬୬୪ ପଦବୀ ପୂରଣ ପାଇଁ ଓ ସରକାରଙ୍କ ଗୃହ ବିଭାଗ ଦ୍ୱାରା OUSSSCକୁ ଚିଠି ଲେଖାଯାଇଛି।…

କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ।…

କାହିିଁକି ଇସ୍ତଫା ଦେବେ ସିଦ୍ଦାରାମାୟା, ଜଣାପଡିଲା ଅସଲ କାରଣ, କଂଗ୍ରେସ ଖେଳିଲା ବଡ଼ ଚାଲ୍‌

ନୂଆଦିଲ୍ଲୀ, ୨୭।୫: କଂଗ୍ରେସ ଦଳ କର୍ନାଟକରେ ଦୀର୍ଘ ଦିନ ଧରି ଚାଲିଥିବା ଆଭ୍ୟନ୍ତରୀଣ ଦ୍ୱନ୍ଦ୍ୱର ପ୍ରାୟ ସମାଧାନ କରିସାରିଛି। ଦୀର୍ଘ ସମୟ ଧରି ଦୁଇ ଶକ୍ତିଶାଳୀ ନେତା,…

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri