Posted inଜାତୀୟ

କଂଗ୍ରେସ ସରକାରକୁ ଆସିଲେ ୫୦୦ ଟଙ୍କାରେ ମିଳିବ ଗ୍ୟାସ ସିଲିଣ୍ଡର: କମଲ ନାଥ

ଭୋପାଳ,୧୯।୩: ମଧ୍ୟପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆଉ ମାତ୍ର କିଛି ମାସ ବାକି ଅଛି। ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ଦଳର ନେତାଙ୍କ ଦ୍ୱାରା ଜନପ୍ରିୟ ପ୍ରତିଶ୍ରୁତି ଦେବାର ପର୍ଯ୍ୟାୟ ଆରମ୍ଭ ହୋଇଛି। ରବିବାର ଜବଲପୁର ଡିଭିଜନର ନରସିଂହପୁର ଜିଲାରେ କଂଗ୍ରେସ ନେତା କମଲ ନାଥ ଲୋକଙ୍କୁ ଲୋଭନୀୟ ପ୍ରତିଶ୍ରୁତି ଦେଇଛନ୍ତି।
ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ରାଜ୍ୟ ସଭାପତି କମଲ ନାଥ ନରସିଂହପୁରରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି, ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଗଠନ ହେଲେ ଆମେ ୫୦୦ ଟଙ୍କାରେ ଗ୍ୟାସ ସିଲିଣ୍ଡର ଦେବୁ ଏବଂ ଏହା ବ୍ୟତୀତ ମହିଳାମାନଙ୍କୁ ପ୍ରତି ମାସରେ ୧୫୦୦ ଟଙ୍କା ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ନଡ଼ିଆ ବାଡ଼େଇ ରାସ୍ତା ଭାଙ୍ଗିବା ଭାଜପା ଆରମ୍ଭ କରିଛି’

ମଥୁରା,୭।୧୨: ପୂର୍ବରୁ ପରମ୍ପରା ଥିଲା ରାସ୍ତାରେ ନଡ଼ିଆ ପିଟିଲେ ନଡ଼ିଆ ଫାଟୁଥିଲା। କିନ୍ତୁ ଏବେ ରାସ୍ତାରେ ନଡ଼ିଆ ପିଟିଲେ, ରାସ୍ତା ଫାଟୁଛି। ଏହି ପରମ୍ପରା ଭାଜପା...

ଜର୍ମାନୀରୁ ଭାରତ ମଗାଇବ ୨୩ ଅକ୍ସିଜେନ ପ୍ରଦାନକାରୀ ପ୍ଲାଣ୍ଟ

ନୂଆଦିଲ୍ଲୀ,୨୩।୪: ପ୍ରତିରକ୍ଷା ମନ୍ତ୍ରଣାଳୟ ଜର୍ମାନୀରୁ ୨୩ଟି ମୋବାଇଲ ଅକ୍ସିଜେନ ପ୍ରଦାନକାରୀ ପ୍ଲାଣ୍ଟ (ଉଦ୍ଭିଦ) ମଗାଇବାକୁ ନିଷ୍ପତ୍ତି ନେଇଛି। ପ୍ରତ୍ୟେକ ପ୍ଲାଣ୍ଟ ମିନିଟ୍‌ ପିଛା ୪୦ ଲିଟର...

ମେ’୨୦-୨୧ରେ ପଞ୍ଚତାରକା ହୋଟେଲରେ ଭାଜପାର ବୈଠକ…

ଜୟପୁର, ୧୮।୫ : ଚଳିତ ୨୦୨୨ ତଥା ଆସନ୍ତା ୨୦୨୩ ବର୍ଷରେ ଦେଶର ୧୧ ଟି ରାଜ୍ୟରେ ବିଧାନ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି।...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୯ ଜୀବନ, ଅନେକ ଆହତ

ବେଙ୍ଗାଲୁରୁ,୨୫।୮: ବେଙ୍ଗାଲୁରୁଠାରୁ ୭୦ କିଲୋମିଟର ଦୂରରେ ଥିବା ତୁମାକୁରୁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୁରୁବାର ସକାଳେ ଏକ ଭୟଙ୍କର ଦୁର୍ଘଟଣାରେ ୯...

କ୍ଷମତା ନିଶାରେ ଧାରା ୩୭୦କୁ ହଟାଇଛି ଭାଜପା: ଗୁଲାମ୍‌ ନବୀ ଆଜାଦ୍‌

ନୂଆଦିଲ୍ଲୀ,୫।୮: ଜମ୍ମୁ-କଶ୍ମୀରରୁ ୩୭୦ ଧାରା ହଟାଇବା ନେଇ କଂଗ୍ରେସର ବରିଷ୍ଠ ନେତା ଗୁଳାମ୍‌ ନବୀ ଆଜାଦ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ସମାଲୋଚନା କରିଛନ୍ତି। କ୍ଷମତା...

କରୋନାର ଦ୍ୱିତୀୟ ଲହରରେ ୭୫ ଲକ୍ଷ ଲୋକ ହରାଇଛନ୍ତି ଚାକିରି

ମୁମ୍ବାଇ,୪।୫: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅନେକ ସ୍ଥାନୀୟ ଭାବରେ ଲାଗୁ ହୋଇଥିବା ଲକଡାଉନ ଏବଂ ଅନ୍ୟାନ୍ୟ ପ୍ରତିବନ୍ଧକ ଯୋଗୁ ୭୫ ଲକ୍ଷରୁ ଅଧିକ...

ଦେଶଦ୍ରୋହ ଆଇନ ଉଚ୍ଛେଦ କରିବେନି ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୩।୭: ଭାରତୀୟ ଦଣ୍ଡ ସଂହିତା(ଆଇପିସି)ଅନ୍ତର୍ଗତ ଦେଶଦ୍ରୋହ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିବେ ନାହିଁ। ଏନେଇ ରାଜ୍ୟସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ଭାବେ ଉତ୍ତର...

ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର, ଆର୍ମିରୁ ଏମ୍ସକୁ ସ୍ଥାନାନ୍ତର

ନୂଆଦିଲ୍ଲୀ,୨୭।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଶନିବାର ଆର୍ମି ହସ୍ପିଟାଲରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ,...

Advertisement
Archives

Model This Week