Posted inଜାତୀୟ

ମୁଖ୍ୟମନ୍ତ୍ରୀ ହୋଇ କମଲନାଥ ଧନ ସମ୍ପତ୍ତି ପାଇଁ କାନ୍ଦିଛନ୍ତି: ଶିବରାଜ…

ଭୋପାଳ,୧୫।୧୦ : (୦୧) ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ରବିବାର ଦାତିଆ ଜିଲାରେ ଏକ ରାଲିରେ କଂଗ୍ରେସ ରାଜ୍ୟ ମୁଖ୍ୟ କମଲ ନାଥଙ୍କୁ କଡ଼ା ସମାଲୋଚନା କରି ତାଙ୍କୁ କାନ୍ଦୁଥିବା ମୁଖ୍ୟମନ୍ତ୍ରୀ’ ବୋଲି କହିଛନ୍ତି। କମଲ ନାଥ ୨୦୧୮ ରେ କ୍ଷମତା ଗ୍ରହଣ କରିଥିଲେ, ସେତେବେଳେ ସେ ରାଜ୍ୟରେ ଅର୍ଥ ଅଭାବ ଥିବା ନେଇ ଦୁଃଖ ପ୍ରକାଶ କରି ରାଜ୍ୟ ପ୍ରକଳ୍ପ ପାଇଁ ପର୍ଯ୍ୟାପ୍ତ ସମ୍ବଳ ଦେଇ ନ ଥିଲେ।

ରାଜ୍ୟରେ କମଲ ନାଥଙ୍କ ସରକାର ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡ଼ି ଯାଇଥିଲା। ମାତ୍ର ଭାଜପା ଶାସନ ସମୟରେ ସ୍ଥିତିରେ ସୁଧାର ଆସିଥିଲା। କମଳ ନାଥ ଜଣେ ଉଦାସୀନ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ହୋଇ କମଲନାଥ ଧନ ସମ୍ପତ୍ତି ପାଇଁ କାନ୍ଦିଛନ୍ତି। ଧନ ସମ୍ପତ୍ତି ହାତେଇବା ତାଙ୍କର ମୂଳ ଲକ୍ଷ୍ୟ। ରାଜକୋଷକୁ ନେଇ ସର୍ବଦା କାନ୍ଦୁଥିବା ଜଣେ ମୁଖ୍ୟମନ୍ତ୍ରୀ ଭଲ ଲାଗନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି ?

ସୂଚନାଯୋଗ୍ୟ ନଭେମ୍ବର ୧୭ରେ ମଧ୍ୟପ୍ରଦେଶ ୨୩୦ ସିଟ ବିଶିଷ୍ଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛି, ଯାହାର ଭୋଟ ଗଣନା ଡିସେମ୍ବର ୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ନନ୍ଦୀଗ୍ରାମ ଉପନିର୍ବାଚନରେ ହାଇଡ୍ରାମା: ମମତାଙ୍କ ସମର୍ଥନ ମିଳିବାର କିଛି ଘଣ୍ଟା ମଧ୍ୟରେ କଂଗ୍ରେସ ପ୍ରାର୍ଥୀ ଗିରଫ

କୋଲକାତା,୧୮।୯: ପଶ୍ଚିମବଙ୍ଗର ଚର୍ଚ୍ଚିତ ନନ୍ଦୀଗ୍ରାମ ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ ରାଜନୈତିକ ପାରଦ ବୃଦ୍ଧି ପାଇବାରେ ଲାଗିଛି। ତୃଣମୂଳ କଂଗ୍ରେସ (TMC) ପ୍ରାର୍ଥୀ ନାମପତ୍ର ପ୍ରତ୍ୟାହାର କରିବା,…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?