Posted inଜାତୀୟ

ମନ୍ଦିର ଭଳି କେକ୍‌ କାଟି ବିବାଦରେ କମଳନାଥ

ଭୋପାଳ,୧୭।୧୧: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କମଲନାଥଙ୍କ ଜନ୍ମଦିନ ପାଇଁ ପ୍ରସ୍ତୁତ ହୋଇଥିବା କେକ୍‌କୁ ନେଇ ବିବାଦ ଉପୁଜିଛି। ସୋସିଆଲ ମିଡିଆରେ ଏହି କାର୍ଯ୍ୟକ୍ରମର ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ କମଲ ନାଥ ଏକ ମନ୍ଦିର ଆକୃତିର କେକ୍‌ କାଟିଥିବାର ନଜର ଆସିଛନ୍ତି। ଏହାକୁ ଅସମ୍ମାନ ବୋଲି କହି ଭାଜପା ନେତାମାନେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଏଥି ସହିତ ସୋସିଆଲ ମିଡିଆ ୟୁଜର୍ସମାନେ ମଧ୍ୟ ତାଙ୍କୁ ଟ୍ରୋଲ କରୁଥିବା ନଜର ଆସିଛନ୍ତି। ନଭେମ୍ବର ୧୮ରେ କମଲ ନାଥଙ୍କ ଜନ୍ମଦିନ ପଡେ କିନ୍ତୁ ତାଙ୍କ ସମର୍ଥକମାନେ ତାଙ୍କ ଜନ୍ମଦିନ ଚିନ୍ଦୱାରା ଗସ୍ତ ସମୟରେ ତାଙ୍କ ଜନ୍ମଦିନ ପାଳନ କରିଥିଲେ।
କମଲ ନାଥଙ୍କ ଭାଇରାଲ ଭିଡିଓକୁ ନେଇ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି, ଭଗବାନଙ୍କ ପ୍ରତି ଭକ୍ତି ସହ କଂଗ୍ରେସର କୌଣସି ସମ୍ପର୍କ ନାହିଁ। ତାଙ୍କ ପାର୍ଟି ଏକଦା ଶ୍ରୀ ରାମ ମନ୍ଦିରକୁ ବିରୋଧ କରୁଥିଲା। ଏହା ସନାତନ ପରମ୍ପରା ଏବଂ ହିନ୍ଦୁ ଧର୍ମ ପ୍ରତି ଅପମାନ, ଯାହା ଏହି ସମାଜ ଗ୍ରହଣ କରିବ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ସହ ଅନେକ ଭାଜପା ନେତା କମଲ ନାଥଙ୍କ ଉପରେ ଆକ୍ରମଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ବାରମ୍ୱାର ୨୬ ତାରିଖରେ ଘଟୁଛି ପ୍ରଳୟ? ଭେଙ୍ଗାବାବା ଖୋଲିଲେ ରହସ୍ୟ…

ନୂଆଦିଲ୍ଲୀ,୧।୯: ନେପାଳ-ତିବ୍ଦତ ସୀମାରେ ହିମାଳୟର ହିମବାହ (ଗ୍ଲେସିୟର) ଭାଙ୍ଗି ହୋଇଥିବା ପ୍ରଳୟଙ୍କାରୀ ବନ୍ୟା ଓ ଭୂସ୍ଖଳନ ପରେ ଏବେ ସାରା ବିଶ୍ୱରେ ଚାଞ୍ଚଲ୍ୟ ଖେଳିଯାଇଛି। ଶହ ଶହ…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ଚିନିକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ସେପ୍ଟେମ୍ୱର ୧୫ରୁ…

ନୂଆଦିଲ୍‌ଲୀ,୧।୯: ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି।…

ୟୁଟର୍ନ ନେଲା CJP: ସୁପ୍ରିମକୋର୍ଟରେ କହିଲା ଏହି କଥା, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧।୯: କକରୋଚ ଜନତା ପାର୍ଟି (CJP) ସେପ୍ଟେମ୍ବର ୫ରେ ଦିଲ୍ଲୀରେ ହେବାକୁ ଥିବା ମାର୍ଚ୍ଚକୁ ପ୍ରତ୍ୟାହାର କରିନେଇଛି। ମଙ୍ଗଳବାର (୧ ସେପ୍ଟେମ୍ବର) ସୁପ୍ରିମକୋର୍ଟରେ ଶୁଣାଣି ସମୟରେ CJPର…

ଚାଞ୍ଚଲ୍ୟ…ସିଗାରେଟ୍ ଜଳାଇବାକୁ ମାଗିରେ ଦିଆସିଲି, ମନା କରିବାରୁ….

ନୂଆଦିଲ୍ଲୀ,୧।୯: ଦିଆସିଲି ମାଗିବାକୁ ନେଇ ଆରମ୍ଭ ହୋଇଥିବା ସାମାନ୍ୟ ବଚସା ଶେଷରେ ନେଇଗଲା ଜଣଙ୍କ ଜୀବନ। ଆନ୍ଧ୍ରପ୍ରଦେଶର ବାପଟଲା ଜିଲା ବେମୁରୁ ମଣ୍ଡଳର ୱେଲାବାଡୁ ଗାଁରେ ଘଟିଛି…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଆଗରେ ବର୍ଷିଲେ ମୋଦି: କହିଲେ, ବନ୍ଦ କର ନଚେତ୍‌…

ନୂଆଦିଲ୍ଲୀ,୧।୯: ସାଂଘାଇ ସହଯୋଗ ସଂଗଠନ (SCO)ର ୨୬ତମ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆତଙ୍କବାଦ ପ୍ରସଙ୍ଗରେ ଏକ ଦୃଢ଼ ମତ ଗ୍ରହଣ କରି କହିଛନ୍ତି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri