Posted inଜାତୀୟ

ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାକୁ ନେଇ ଏହି ନିବେଦନ କଲେ କମଲନାଥ

ଭୋପାଳ,୨୩।୨: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କମଲନାଥ ଭରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗଦେବାକୁ ଦଳର କର୍ମୀଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ ମଧ୍ୟପ୍ରଦେଶର ଲୋକ ଏବଂ କଂଗ୍ରେସ କର୍ମୀମାନେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାକୁ ସ୍ବାଗତ କରିବାକୁ ଉତ୍ସାହିତ ଅଛନ୍ତି।

କମଲନାଥ କହିଛନ୍ତି, ଆମର ନେତା ରାହୁଲ ଗାନ୍ଧୀ ସାରା ରାସ୍ତାରେ ଯାଇ ଅନ୍ୟାୟ, ଅତ୍ୟାଚାର ଏବଂ ଶୋଷଣ ବିରୋଧରେ ସଂଗ୍ରାମ ଘୋଷଣା କରିସାରିଛନ୍ତି। ମୁଁ ମଧ୍ୟପ୍ରଦେଶର ଲୋକଙ୍କୁ ଏବଂ କଂଗ୍ରେସର ସାହସୀ କର୍ମୀମାନଙ୍କୁ ବହୁ ସଂଖ୍ୟାରେ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗ ଦେଇ ରାହୁଲ ଗାନ୍ଧୀଙ୍କ ଶକ୍ତି ଏବଂ ସାହସ ହେବାକୁ ଅନୁରୋଧ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri