Posted inଜାତୀୟ

ଭାଜପାରେ ଯୋଗଦେବା ନେଇ ଏମିତି କହିଲେ କମଲ ନାଥ

ଭୋପାଳ,୧୮।୨: ମଧ୍ୟପ୍ରଦେଶ ରାଜନୀତିରେ ଅଶାନ୍ତି ଲାଗି ରହିଛି। ଏହାର କାରଣ ହେଉଛି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ଏବଂ ତାଙ୍କ ପୁଅ ଏମ୍‌ପି ନକୁଲ ନାଥ। ପ୍ରାୟ ଏକ ସପ୍ତାହ ଧରି ମଧ୍ୟପ୍ରଦେଶରୁ ଦିଲ୍ଲୀ ପର୍ଯ୍ୟନ୍ତ ରାଜନୈତିକ ସର୍କଲରେ ଚର୍ଚ୍ଚା ଚାଲିଛି ଯେ ବରିଷ୍ଠ କଂଗ୍ରେସ ନେତା କମଲ ନାଥ ଏବଂ ତାଙ୍କ ପୁଅ ଭାରତୀୟ ଜନତା ପାର୍ଟିରେ ଯୋଗଦେବାକୁ ଯାଉଛନ୍ତି। ଏଥିସହ ଭାଜପା, କଂଗ୍ରେସ ଏବଂ ଶିବସେନା (ୟୁବିଟି) ର ନେତାଙ୍କ ଠାରୁ ମଧ୍ୟ ଅନେକ ବିବୃତ୍ତି ଆସିଛି।
କିନ୍ତୁ ସେପଟେ କମଲ ନାଥ ରବିବାର ଦିଲ୍ଲୀରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଭାଜପାରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର ବିଷୟ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଲ ନାଥ ଗଣମାଧ୍ୟମକୁ କହିଛନ୍ତି, ମୁଁ ଗତକାଲି କହିଥିଲି ଯେ ଯଦି ଏପରି କିଛି ଘଟେ, ତେବେ ମୁଁ ତୁମ ସମସ୍ତଙ୍କୁ କହିବି। ମୁଁ କାହା ସହିତ କଥାବାର୍ତ୍ତା କରି ନାହିଁ। ଆଜି ବି ତାହା ହିଁ କହୁଛି। ମୁଁ ଭାଜପାରେ ଯୋଗଦେବା ନେଇ କୌଣସି ନେତାଙ୍କ ସହ କଥା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri