Posted inଜାତୀୟ

ଖଣ୍ଡନ କଲେ କମଲ ନାଥ

ନୂଆଦିଲ୍ଲୀ,୧୬।୭: ବରିଷ୍ଠ କଂଗ୍ରେସ ନେତା କମଲ ନାଥ ଦଳର ଅଧ୍ୟକ୍ଷ ହେବା ନେଇ ଚର୍ଚ୍ଚା ଜୋର୍‌ ଧରିଥିବା ବେଳେ ଏହାକୁ ସେ ଖଣ୍ଡନ କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସହ କମଲ ନାଥଙ୍କ ବୈଠକ ପରେ ତାଙ୍କୁ ଦଳରେ ବଡ଼ ପଦବୀ ମିଳିବା ନେଇ ଚର୍ଚ୍ଚା ହେଉଥିଲା। ତେବେ ସେ ମଧ୍ୟପ୍ରଦେଶରେ ଅଛନ୍ତି ଓ ମଧ୍ୟପ୍ରଦେଶରେ ହିଁ ରହିବେ ବୋଲି କହିଛନ୍ତି। ସୋନିଆଙ୍କ ସହ ତାଙ୍କର ପଞ୍ଜାବରେ ଦଳୀୟ ଅନ୍ତର୍ଦ୍ୱନ୍ଦ୍ୱ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। କଂଗ୍ରେସରେ କାର୍ଯ୍ୟକାରୀ ଅଧ୍ୟକ୍ଷ କିମ୍ବା ଉପାଧ୍ୟକ୍ଷ ନିଯୁକ୍ତି ନେଇ ଏବେ କୌଣସି ଯୋଜନା ନ ଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ଥଣ୍ଡା: ଏଲ୍‌ଓସି ହେଉଛି ଚଳଚଞ୍ଚଳ

ଶ୍ରୀନଗର,୨୦।୧୨: ଧୀରେଧୀରେ ଥଣ୍ଡା ବଢ଼ିବାରେ ଲାଗିଛି। ତେବେ ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉଭୟପକ୍ଷ ସକ୍ରିୟ ରହିବା ସହିତ ସ୍ଥାନୀୟ କ୍ଷେତ୍ର ଚଳଚଞ୍ଚଳ ହେବାରେ...

ଟିଏମ୍‌ସି ଖରାପ, ଭାଜପା ତା’ଠୁ ୧୦୦୦ ଗୁଣ

କୋଲକାତା, ୭।୧୨:ଦୀର୍ଘ ୯ ବର୍ଷର ନିର୍ବାଚନ ପରେ ଘର ତଥା ନିଜର ରାଜନୈତିକ ଗଡ଼ ପଶ୍ଚିମବଙ୍ଗର ପଶ୍ଚିମ ମିଦନାପୁର ଫେରିଥିବା ସିପିଆଇଏମ୍‌ର ହେଭିଓ୍ବେଟ୍‌ ନେତା ସୁଶାନ୍ତ...

ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରୁ ବାଦ ପଡ଼ିଲେ ଜି-୨୩ ନେତା

ନୂଆଦିଲ୍ଲୀ,୧୨।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୩୦ଜଣ ଷ୍ଟାର ପ୍ରଚାରକ ନାଁ ଘୋଷଣା କରିଛି। ଏଥିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ.ମନମୋହନ ସିଂହ, ସୋନିଆ ଗାନ୍ଧୀ,...

ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇବ ଭାରତ

ନୂଆଦିଲ୍ଲୀ,୧ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ଭାରତ ୟୁକ୍ରେନକୁ ମାନବୀୟ ସହାୟତା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛି । ମଙ୍ଗଳବାର ଏହା ପଠାଯିବ । ଦୁଇ...

ଭଙ୍ଗାରୁଜା ପରେ ଖଟରଙ୍କ କିଷାନ ବୈଠକ ବାତିଲ

ଚଣ୍ଡିଗଡ଼,୧୦।୧- କର୍ନାଲଠାରେ ରବିବାର ହେବାକୁ ଥିବା ‘କିଷାନ ମହାପଞ୍ଚାୟତ’ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର। କେନ୍ଦ୍ର ସରକାରଙ୍କ ୩ ନୂଆ...

ବାଲ୍ୟ ବିବାହ ବିଲ୍‌, ଗେହଲଟ୍‌ ସରକାରଙ୍କ ୟୁଟର୍ନ…

ଜୟପୁର,୧୨।୧୦: ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଗେହଲଟ୍‌ଙ୍କ ସରକାର ବାଲ୍ୟ ବିବାହ ରେଜିଷ୍ଟ୍ରେଶନ ବିଲ୍‌ ନେଇ ୟୁଟର୍ନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୌଣସି ସ୍ଥଳେ ବାଲ୍ୟ ବିବାହକୁ...

ଟ୍ରାଫିକ୍‌ ପୋଲିସ ଅଟକାଇବାରୁ ନିସ୍ତୁକ ଛେଚିଲେ ଯୁବତୀ

ନୂଆଦିଲ୍ଲୀ,୧୭।୭: ପଶ୍ଚିମ ଦିଲ୍ଲୀ ମାୟାପୁରୀରେ ଜଣେ ଯୁବତୀ ଟ୍ରାଫିକ୍‌ ପୋଲିସଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଚାଳକଙ୍କ ସହ ଯୁବତୀଙ୍କୁ ଗିରଫ କରାଯାଇଛି।...

ରାଜସ୍ଥାନରେ ଭାକ୍ସିନ ଅଭାବ ପଡ଼ିନାହିଁ

ଜୟପୁର,୯।୩ : କେନ୍ଦ୍ର ତୁରନ୍ତ ଭାକ୍ସିନ ନ ପଠାଇଲେ ରାଜସ୍ଥାନରେ ଆଣ୍ଟି କରୋନା ଡୋଜର ଅଭାବ ଦେଖାଦେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଏହାକୁ...

Advertisement
Archives

Model This Week