Posted inଜାତୀୟ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ କମଲନାଥ

ନୂଆଦିଲ୍ଲୀ,୩୧ା୧୦: ଷ୍ଟାର କ୍ୟାମ୍ପେନର ତାଲିକାରୁ ହଟାଯିବା ପରେ ବରିଷ୍ଠ କଂଗ୍ରେସ ନେତା କମଲନାଥ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଯୋଗୁ ଶୁକ୍ରବାର ନିର୍ବାଚନ କମିଶନ କମଲନାଥଙ୍କ ଷ୍ଟାର୍‌ କ୍ୟାମ୍ପେନର ମାନ୍ୟତା ପ୍ରତ୍ୟାହାର କରିଥିଲେ। ଏହି ନିଷ୍ପତ୍ତି ବିରୋଧରେ ଶନିବାର କମଲନାଥ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କମଲନାଥଙ୍କ ପକ୍ଷରୁ ବରିଷ୍ଠ ରାଜ୍ୟସଭା ଏମ୍‌ପି ବିବେକ ତିଙ୍କା ଏହି ମାମଲା ଲଢୁଛନ୍ତି । ସୂଚନାଯୋଗ୍ୟ, ଭାଜପା ନେତ୍ରୀ ଇମର୍ତ୍ତି ଦେବୀଙ୍କୁ ଆଇଟମ ସମ୍ବୋଧନ କରି କମଲନାଥ ବିବାଦ ଘେରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୁଟରଙ୍କୁ ଜାମିଆ ଛାତ୍ର କହିଥିଲେ, ଆସ କଥା ହେବା

ନୂଆଦିଲ୍ଲୀ, ୧ା୨ : ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟି ନିକଟରେ ଗୁରୁବାର ଗୁଳିକାଣ୍ଡ ଘଟାଇଥିବା ନାବାଳକ ରାମଭକ୍ତ ଗୋପାଳଙ୍କୁ ଆକ୍ରମଣର ଶିକାର ହେବା ପୂର୍ବରୁ...

ପ୍ରକାଶ ପାଇଲା ହରିୟାଣା କଂଗ୍ରେସର ଘୋଷଣା ପତ୍ର

ଚଣ୍ଡିଗଡ଼,୧୧।୧୦: ହରିୟାଣା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଶୁକ୍ରବାର ଘୋଷଣା ପତ୍ର ପ୍ରକାଶ ପାଇଛି। କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବି ଆଜାଦ, ପୂର୍ବତନ ମୁଖ୍ୟମନ୍ତ୍ରୀ...

ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହେଲେ କଂଗ୍ରେସର ଏହି ବରିଷ୍ଠ ନେତା

ନୂଆଦିଲ୍ଲୀ,୧୫।୧୧-ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡି ଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଗୁରଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏ ନେଇ...

ସଙ୍କଟରେ ଟେଲିକମ୍‌ ବଜାର

ନୂଆଦିଲ୍ଲୀ,୨୬ା୧୨: ସମୟ ଥିଲା ଦିନେ ଭାରତ ବିଶ୍ୱର ଦ୍ରୁତ ଅଭିବୃଦ୍ଧିଶୀଳ ଟେଲିକମ୍‌ ବଜାର ଭାବେ ପରିଗଣିତ ହେଉଥିଲା। ଏବେ ଦେଶର ଟେଲିକମ୍‌ ଶିଳ୍ପ ସଙ୍କଟଜନକ ସ୍ଥିତି...

୧୫ ଦିନ ବଢ଼ିଲା ନାଇଟ୍‌ କର୍ଫ୍ୟୁ

ଅହମ୍ମଦାବାଦ,୨୭।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୁଜରାଟ ସରକାର ଅହମ୍ମଦାବାଦ ସମେତ ରାଜ୍ୟର ୪ଟି ପ୍ରମୁଖ ସହରରେ ରାତ୍ର କର୍ଫ୍ୟୁକୁ ଆଉ ୧୫...

ରାହୁଲଙ୍କ ଘରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ବୈଠକ

ନୂଆଦିଲ୍ଲୀ,୨୪ ।୯: ପଞ୍ଜାବ ରାଜନୀତିରେ ଲାଗି ରହିଛି ଟାଣା ଭିଡା । ଗୁରୁବାର ରାତିରେ ପଞ୍ଜାବର କଂଗ୍ରେସ ନେତା, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି...

ଜର୍ନାଲିଷ୍ଟଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀ ଗାଳି ଦେଉଥିବା ଭିଡିଓ ଭାଇରାଲ

ଲକ୍ଷ୍ନୌ, ୫ା୪- ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ଗଣମାଧ୍ୟମ ସଂସ୍ଥା ‘ଏଏନ୍‌ଆଇ’ କ୍ୟାମେରାମ୍ୟାନଙ୍କୁ ଅତି ଅସଭ୍ୟ ଭାଷାରେ ଗାଳି କରୁଥିବା ଏକ ଭିଡିଓ...

ଭାଜପା ଉପରେ କମେଣ୍ଟ କରି ଶୋ’ରୁ ବିଦା

ନୂଆଦିଲ୍ଲୀ,୧୬।୧: ସାଥି ଆର୍ଟିଷ୍ଟଙ୍କ ସହ ଖରାପ ବ୍ୟବହାର ପାଇଁ ମରାଠୀ ଅଭିନେତା କିରନ ମାଣେଙ୍କୁ ‘ମୁଲଗି ଝାଲି ହୋ’ ଶୋ’ରୁ ବାଦ୍‌ ଦିଆଯାଇଛି। ଏ ନେଇ...

Advertisement


Archives

Model This Week