Posted inଜାତୀୟ

କମଲନାଥଙ୍କ ପୁଅ ପଦ୍ମ ଧରିବା ନେଇ କଳ୍ପନାଜଳ୍ପନା ଜାରି, ଏହା ଘଟିଲେ ସମସ୍ତେ ଜାଣିବେ ବୋଲି କହିଲା ଭାଜପା…

ଭୋପାଳ,୧୦।୨ : ମଧ୍ୟପ୍ରଦେଶର ଏକମାତ୍ର କଂଗ୍ରେସ ଏମପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲନାଥ ଭାଜପାରେ ଯୋଗ ଦେବା ବିଷୟରେ କଳ୍ପନାଜଳ୍ପନ ଜାରି ରହିଛି। ଏ ସମ୍ପର୍କରେ ଭାଜପା ରାଜ୍ୟ ସଭାପତି ବି.ଡି ଶର୍ମା କହିଛନ୍ତି ଭାରତୀୟ ଜନତା ପାର୍ଟି ଏକ ସଂଗଠିତ ଦଳ। ଏହାକୁ ବିଶ୍ୱରେ ସବୁଠାରୁ ଆଦର୍ଶ ଦଳ ବୋଲି ବିବେଚନା କରାଯାଉଛି। ଏହା ଏକ ଫୋରମ ଯେଉଁଠାରେ ଲୋକମାନେ ଏକତ୍ର ହୋଇ ସମାଜ ପାଇଁ ଉନ୍ନତ କାର୍ଯ୍ୟ କରିପାରିବେ । ତେଣୁ ପ୍ରତିଦିନ ବହୁ ବିରୋଧୀ ଦଳର ନେତା ଭାଜପା ଶିବିରରେ ଯୋଗ ଦେଉଛନ୍ତି।

ପାର୍ଟିରେ ଏହିପରି ସମସ୍ତ ବ୍ୟକ୍ତିଙ୍କୁ ସ୍ବାଗତ କରେ। ନକୁଲନାଥ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। ମୋରେନାର କଂଗ୍ରେସ ମେୟର ଶାରଦା ସୋଲାଙ୍କି ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହ ଯୋଗାଯୋଗରେ ଥିବା ଏବଂ ତାଙ୍କର ଭାଜପାରେ ଯୋଗଦେବା ଉପରେ ଆଲୋଚନା ନେଇ ଶର୍ମା କହିଛନ୍ତି ସେ ମୋତେ ମଧ୍ୟ ଭେଟିଥିଲେ ଏବଂ ନରେନ୍ଦ୍ର ତୋମାରଜୀଙ୍କୁ ମଧ୍ୟ ଭେଟିଥିଲେ। ମେୟର ଭାବରେ ତାଙ୍କୁ ଭେଟିବା ସାଧାରଣ କଥା। ତାଙ୍କର ଭାରତୀୟ ଜନତା ପାର୍ଟିରେ ଯୋଗଦେବା ପ୍ରଶ୍ନ ବିଷୟରେ ସେ କହିଛନ୍ତି ଯେତେବେଳେ ଏହା ଘଟିବ ସମସ୍ତେ ଜାଣିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri