ଅଭିନେତା କମଲ ଖାନ ଗିରଫ

ମୁମ୍ବାଇ,୩୦।୮: ୨୦୨୦ରେ ବିବାଦୀୟ ଟୁଇଟ ପାଇଁ ଅଭିନେତା କମଲ ରସିଦ ଖାନଙ୍କୁ ମଙ୍ଗଳବାର ମୁମ୍ବାଇର ମାଲାଡ ପୋଲିସ ଗିରଫ କରିଛି। ତାଙ୍କୁ ମୁମ୍ବାଇ ବିମାନବନ୍ଦରରେ ଗିରଫ କରାଯାଇଥିଲା। ଆଜି ଅର୍ଥାତ୍‌ ମଙ୍ଗଳବାର ବୋରିଭାଲୀ କୋର୍ଟରେ ହାଜର କରାଯିବ।
କମଲ ରସିଦ ଖାନ ତାଙ୍କର ବିବାଦୀୟ ମନ୍ତବ୍ୟ ପାଇଁ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। କେଆରକେ ପ୍ରତିଦିନ କିଛି ଫିଲ୍ମ କିମ୍ବା ସେଲିବ୍ରିଟିଙ୍କ ବିଷୟରେ ବିବାଦୀୟ ଟୁଇଟ୍‌ କରି ଟ୍ରୋଲ ହୁଅନ୍ତି। ପୂର୍ବରୁ ସୁପରଷ୍ଟାର ସଲମାନ ଖାନ ତାଙ୍କ ବିରୋଧରେ ମାନହାନି ମୋକଦ୍ଦମା ଦାୟର କରିଥିଲେ।
ନିକଟରେ ମୁକ୍ତିଲାଭ କରିଥିବା ଅମିର ଖାନଙ୍କ ଫିଲ୍ମ ଲାଲ ସିଂ ଚଢା ଉପରେ ମଧ୍ୟ କେଆରକେ ନେଗେଟିଭ୍‌ ରିଭ୍ୟୁ ଦେଇଥିଲେ। ଏହା ବ୍ୟତୀତ ସେ ଅମିରଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। କମଲ ଆର ଖାନ ଅନେକ ହିନ୍ଦୀ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ସେ ୨୦୦୫ରେ ଫିଲ୍ମ ‘ସୀତମ’ ଜରିଆରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri