ଅଭିନେତା କମଲ ଖାନ ଗିରଫ

ମୁମ୍ବାଇ,୩୦।୮: ୨୦୨୦ରେ ବିବାଦୀୟ ଟୁଇଟ ପାଇଁ ଅଭିନେତା କମଲ ରସିଦ ଖାନଙ୍କୁ ମଙ୍ଗଳବାର ମୁମ୍ବାଇର ମାଲାଡ ପୋଲିସ ଗିରଫ କରିଛି। ତାଙ୍କୁ ମୁମ୍ବାଇ ବିମାନବନ୍ଦରରେ ଗିରଫ କରାଯାଇଥିଲା। ଆଜି ଅର୍ଥାତ୍‌ ମଙ୍ଗଳବାର ବୋରିଭାଲୀ କୋର୍ଟରେ ହାଜର କରାଯିବ।
କମଲ ରସିଦ ଖାନ ତାଙ୍କର ବିବାଦୀୟ ମନ୍ତବ୍ୟ ପାଇଁ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। କେଆରକେ ପ୍ରତିଦିନ କିଛି ଫିଲ୍ମ କିମ୍ବା ସେଲିବ୍ରିଟିଙ୍କ ବିଷୟରେ ବିବାଦୀୟ ଟୁଇଟ୍‌ କରି ଟ୍ରୋଲ ହୁଅନ୍ତି। ପୂର୍ବରୁ ସୁପରଷ୍ଟାର ସଲମାନ ଖାନ ତାଙ୍କ ବିରୋଧରେ ମାନହାନି ମୋକଦ୍ଦମା ଦାୟର କରିଥିଲେ।
ନିକଟରେ ମୁକ୍ତିଲାଭ କରିଥିବା ଅମିର ଖାନଙ୍କ ଫିଲ୍ମ ଲାଲ ସିଂ ଚଢା ଉପରେ ମଧ୍ୟ କେଆରକେ ନେଗେଟିଭ୍‌ ରିଭ୍ୟୁ ଦେଇଥିଲେ। ଏହା ବ୍ୟତୀତ ସେ ଅମିରଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। କମଲ ଆର ଖାନ ଅନେକ ହିନ୍ଦୀ ଫିଲ୍ମରେ ମଧ୍ୟ କାମ କରିଛନ୍ତି। ସେ ୨୦୦୫ରେ ଫିଲ୍ମ ‘ସୀତମ’ ଜରିଆରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri