ଓଡ଼ିଆଣୀ ବେଶରେ କମଲା, ପ୍ରଚାରବେଳେ ତଳେ ବସି ଖାଇଲେ ଟ୍ରମ୍ପ! ଦେଖନ୍ତୁ ଭାଇରାଲ ଫଟୋ

ନୂଆଦିଲ୍ଲୀ,୫।୧୧: ଆଜି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ତେବେ ରାଷ୍ଟ୍ରପତି କିଏ ହେବ ଏନେଇ ସାରା ବିଶ୍ୱର ନଜର ରହିଛି। ସେଠାରେ ଡୋନାଲ୍ଡ ଟ୍ରମ୍ପ ଓ କମଲା ହାରିସ୍‌ଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ତେବେ ଏହାରି ଭିତରେ ଟ୍ରମ୍ପ ଓ କମଳଲାଙ୍କ ଭାରତୀୟ ବେଶରେ ନିର୍ବାଚନୀ ପ୍ରଚାର ଫଟୋ ଭାଇରାଲ ହେଉଛି। ନିର୍ବାଚନ ପ୍ରଚାର ବେଳେ ମୋଦିଙ୍କ ପାଖରେ ଯେମିତି ଯୋଗୀ ଛିଡା ହୋଇଥିଲେ, ଠିକ ସେମିତି ଟ୍ରମ୍ପଙ୍କ ପାଖରେ ଗେରୁଆ ବସ୍ତ୍ର ପିନ୍ଧି ଏଲନ ମସ୍କ ଥିବା ଫଟୋ ଦେଖିବାକୁ ମିଳିଛି।

Donald Trump AND Elon Musk AI Image

ଏହିସବୁ ଫଟୋରେ ଓଡ଼ିଆ ରାଜନେତା ଭଳି ଡୋନାଲ୍ଡ ଟ୍ରମ୍ପ ପ୍ରଚାର କରୁଥିବା ଦେଖିବାକୁ ମିଳିଛି । ସେ ତଳେ ବସି ପତ୍ର ଠୁଙ୍ଗାରେ ଖାଉଥିବାର ନଜର ଆସିଛନ୍ତି।

Donald Trump and Elon Musk reimagined as Indian politicians on a campaign trail.

ସେହିପରି ଭାରତୀୟ ଷ୍ଟାଇଲରେ କମଲା ହାରିସ ଓ ବାରାକ ଓବାମା ପ୍ରଚାର କରିଛନ୍ତି। ଯାହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । କହିରଖୁଛୁ କି, ଏହିସବୁ ଫଟୋ AI ପ୍ରସ୍ତୁତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?