ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଲା ହାରିସ

ଓ୍ବାଶିଂଟନ,୨୭।୭: ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ସୋସିଆଲ ମିଡିଆରେ ଉପରାଷ୍ଟ୍ରପତି ହାରିସ ସୂଚନା ଦେଇ କହିଛନ୍ତି, ପ୍ରତି ଭୋଟ ଜିତିବା ପାଇଁ ପ୍ରୟାସ କରାଯିବ। ତେବେ ଦଳ ତାଙ୍କୁ ବିଶ୍ବାସ କରିଥିବାରୁ କମଲା ହାରିସ ଖୁସୀ ବ୍ୟକ୍ତ କରିଛନ୍ତି। ଏଥର ଆମେରିକାରେ ଟ୍ରମ୍ପ- ହାରିସ ଲଢେଇ ଦେଖିବାକୁ ମିଳିବ।

ରାଷ୍ଟ୍ରପତି ଜୋ ବାଇଡେନ ହ୍ବାଇଟ ହାଉସ ରେସରୁ ଓହରିଯିବା ପରେ କମଲା ହାରିସଙ୍କୁ ସେ ନିଜ ସମର୍ଥନ ଜଣାଇଥିଲେ । କମଲା ହାରିସ ମଧ୍ୟ ଏଥିପାଇଁ ଜୋ ବାଇଡେନ ଏବଂ ପାର୍ଟିକୁ କୃତଜ୍ଞତା ଜଣାଇଛନ୍ତି। ଯଦି ହାରିସ ରାଷ୍ଟ୍ରପତି ହୁଅନ୍ତି, ତେବେ ସେ ଆମେରିକାର ପ୍ରଥମ ମହିଳା ଏବଂ ଦ୍ୱିତୀୟ କୃଷ୍ଣକାୟ ରାଷ୍ଟ୍ରପତି ହେବେ।

ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ରାଷ୍ଟ୍ରପତି ପଦ ଲାଗି କମଲାଙ୍କୁ ସମର୍ଥନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri