Posted inUncategorized

କେନ୍ଦ୍ର ସାହିତ୍ୟ ଏକାଡେମୀର ବିଜ୍ଞାନ-ସମ୍ପାନରେ କମଳାକାନ୍ତ

ଭୁବନେଶ୍ୱର,୬।୩(ବ୍ୟୁରୋ): ଦିଲ୍ଲୀଠାରେ ଆସନ୍ତା ୧୦ରୁ ୧୫ ତାରିଖ ପର୍ଯ୍ୟନ୍ତ କେନ୍ଦ୍ର ସାହିତ୍ୟ ଏକାଡେମୀର ବାର୍ଷିକ ସାହିତ୍ୟ ଉତ୍ସବ ‘ଫେଷ୍ଟିଭାଲ ଅଫ୍‌ ଲେଟର୍ସ୍‌’ ପାଳନ କରାଯିବ। ଏହି ଉତ୍ସବର ବିଜ୍ଞାନ-ସମ୍ପାନରେ ବିଶିଷ୍ଟ ଜନପ୍ରିୟ ବିଜ୍ଞାନ ଲେଖକ ତଥା ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନ ପ୍ରଫେସର କମଳାକାନ୍ତ ଜେନା ଯୋଗଦେବେ। ପ୍ରଫେସର ଜେନା ୧୩ ତାରିଖରେ ସେଠାରେ ନିଜର ବକ୍ତବ୍ୟ ରଖିବେ। ଦିଲୀ ସ୍ଥିତ ରବୀନ୍ଦ୍ର ଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ଏହି ଆଲୋଚନାଚକ୍ରରେ ‘ଫାନ୍‌ଟାସୀ ଆଣ୍ଡ୍‌ ସାଇନ୍ସ ଫିକ୍ସନ୍‌ ଇନ୍‌ ଓଡ଼ିଆ ଲାଙ୍ଗୁଏଜ୍‌ ସିନ୍‌ସ ୧୯୪୭’ (୧୯୪୭ ପରେ ଓଡ଼ିଆ ଭାଷାରେ କଳ୍ପ ବିଜ୍ଞାନ) ତାଙ୍କ ବକ୍ତବ୍ୟର ଶୀର୍ଷକ ରହିବ। ତାଙ୍କ ସହ ଭାରତର ଆଉ ୫ଜଣ ବିଶିଷ୍ଟ ଲେଖକ ରତ୍ନା ତାମୁଲି (ଅହମିୟା), ରଜତ ଚୌଧୁରୀ (ଇଂଲିଶ), ଜୋସେଫ୍‌ ତୁସକାନୋ (ମରାଠୀ), ଜନାର୍ଦ୍ଦନ ହେଗଡ଼େ (ସଂସ୍କ୍‌ୃତ) ଓ ଇରା ନଟରାସନ୍‌ (ତାମିଲ) ଏଥିରେ ଭାଗ ନେବେ। ଅଦ୍ୟାବଧି ବିଭିନ୍ନ ପତ୍ରପତ୍ରିକାରେ ପ୍ରଫେସର ଜେନାଙ୍କର ୧୨୦୦ରୁ ଅଧିକ ବିଜ୍ଞାନପାଠ ଓ ୩୨ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?