ଆମେରିକା ରାଷ୍ଟ୍ରପତି ନିର୍ବାଚନରେ କମଲାଙ୍କ କମବ୍ୟାକ, ନ୍ୟୁୟର୍କରେ ଜିତିଲେ

ଓ୍ବାଶିଂଟନ,୬।୧୧: ନଭେମ୍ବର ୫ରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଆସିବା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଧାରାରେ, ରିପବ୍ଲିକାନ ପାର୍ଟିର ଡୋନାଲ୍ଡ ଟ୍ରମ୍ପ ୧୭୮ରୁ ଅଧିକ ଆସନରେ ଆଗୁଆ ଅଛନ୍ତି। ଯେତେବେଳେ କି ଡେମୋକ୍ରାଟିକ ପାର୍ଟିର କମଲା ହ୍ୟାରିସ ୯୯ଟି ଆସନରେ ଆଗରେ ଅଛନ୍ତି। ସୂଚନାଯୋଗ୍ୟ, ଆମେରିକାର ୪୭ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ରିପବ୍ଲିକାନ ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟ କମଲା ହାରିସ ମଇଦାନରେ ଅଛନ୍ତି, ଉଭୟଙ୍କ ମଧ୍ୟରେ କଡା ପ୍ରତିଯୋଗିତା ରହିଛି।
ମଙ୍ଗଳବାର ନ୍ୟୁୟର୍କର ରାଷ୍ଟ୍ରପତି ନିର୍ବାଚନରେ କମଲା ହ୍ୟାରିସ ଜିତି ରାଜ୍ୟର ୨୮ଟି ଇଲେକ୍ଟୋରାଲ ଭୋଟ ପାଇଛନ୍ତି। ୧୯୮୪ ନିର୍ବାଚନରେ ରୋନାଲ୍ଡ ରେଗାନଙ୍କ ବଡ଼ ବିଜୟ ପରେ ନ୍ୟୁୟର୍କ ପ୍ରତ୍ୟେକ ରାଷ୍ଟ୍ରପତି ନିର୍ବାଚନରେ ଡେମୋକ୍ରାଟ ପାଇଁ ଭୋଟ ଦେଇଛନ୍ତି। ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜ ହୋମ ଟାଉନରେ ବିଜୟୀ ହେବା ପାଇଁ ସଂଘର୍ଷ କରିଛନ୍ତି, ହ୍ବାଇଟ ହାଉସ ପାଇଁ ତିନୋଟି ପ୍ରୟାସରେ ନ୍ୟୁୟର୍କରୁ ହାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱରେ ଖେଳିଯିବ ଆତଙ୍କ: ବୈଜ୍ଞାନିକମାନେ ଦେଲେ ଚେତାବନୀ

ନୂଆଦିଲ୍ଲୀ,୬।୧୨: ଜଳବାୟୁ ପରିବର୍ତ୍ତନ ହେତୁ ଖୁବ୍‌ ଆର୍କଟିକ ଗ୍ଲେସିୟର ସମ୍ପୂର୍ଣ୍ଣ ଲୋପ ପାଇବାକୁ ଯାଉଛି। ଏକ ନୂତନ ଅଧ୍ୟୟନରୁ ଏହା ଜଣାପଡିଛି। ଏହାର ଅର୍ଥ ହେଉଛି...

କାଲିଫର୍ନିଆରେ ୭ ତୀବ୍ରତାର ବଡ଼ ଭୁମିକମ୍ପ: ପ୍ରଥମେ ସୁନାମି ଚେତାବନୀ ଜାରି ପୁଣି ନିଷ୍ପତ୍ତି ବଦଳାଇଲେ ସରକାର

ନୂଆଦିଲ୍ଲୀ,୬।୧୨: ଗୁରୁବାର ଆମେରିକାର ଉତ୍ତର କାଲିଫର୍ନିଆରେ ବଡ ଧରଣର ଭୂମିକମ୍ପ ହୋଇଛି। ଏହାପରେ ଅଧିକାରୀମାନେ ପ୍ରଥମେ ସୁନାମି ଚେତାବନୀ ଦେଇଥିଲେ କିନ୍ତୁ କିଛି ସମୟ ପରେ...

ଫ୍ରାନ୍ସ ସରକାର ଭାଙ୍ଗିଲା

ଫ୍ରାନ୍ସ ପ୍ରଧାନମନ୍ତ୍ରୀ ମିଶେଲ ବର୍ନିଅର ପାର୍ଲାମେଣ୍ଟରେ ଅନୁଷ୍ଠିତ ଆସ୍ଥାଭୋଟରେ ପରାଜିତ ହେବା ପରେ ତାଙ୍କ ସରକାର ଭାଙ୍ଗିଯାଇଛି। ସରକାର ପତନ ପାଇଁ ୨୮୮ ଭୋଟ ଆବଶ୍ୟକ...

ପୁଷ୍ପା-୨ ସ୍କ୍ରିନିଂ ସମୟରେ ଦଳାଚକଟାରେ ମହିଳା ମୃତ, ଅଲୁ ଅର୍ଜୁନଙ୍କ ନାଁରେ ରୁଜୁ ହେଲା ମାମଲା

ହାଇଦ୍ରାବାଦ, ୫ା୧୨: ପୁଷ୍ପା-୨ ର ପ୍ରିମିୟର ସମୟରେ ହାଇଦ୍ରାବାଦର ସାନ୍ଧ୍ୟା ଥିଏଟରରେ ନିକଟରେ ହୋଇଥିବା ଦଳାଚକଟାରେ ଜଣେ ଯୁବତୀ ମୃତ୍ୟୁ ବରଣ କରିଛନ୍ତି। ଏହି ଘଟଣାକୁ...

ସିଧା ଚିଫ ଗେଷ୍ଟଙ୍କ କୋଳରେ ଲ୍ୟାଣ୍ଡ କଲେ ପରାଗ୍ଲାଇଡର, ଭିଡିଓ ଭାଇରାଲ

ଇସଲାମାବାଦ,୫।୧୨: ପାକିସ୍ତାନରେ ଏକ ଇଭେଣ୍ଟ ସମୟରେ ହଠାତ ଜଣେ ପାରାଗ୍ଲାଇଡର୍‌ ଅବତରଣ କରିବାର ଏକ ପୁରୁଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯାହା...

ବାଂଲାଦେଶରେ କମୁନି ହିନ୍ଦୁଙ୍କ ଉପରେ ହିଂସା, ଘର ଛାଡିଲେଣି ୨୦୦ ପରିବାର

ଢାକା,୫।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହିଂସା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଉଛି। ୟୁନୁସ ସରକାରଙ୍କ ହସ୍ତକ୍ଷେପ ସତ୍ତ୍ୱେ ସଂଖ୍ୟାଲଘୁଙ୍କୁ ଟାର୍ଗେଟ କରାଯାଉଛି। ମୌଳବାଦୀଙ୍କ ଏକ...

ସମୁଦ୍ରରେ ବୁଡିଯାଇଥିଲା ଜାହାଜ, ୧୨ ଭାରତୀୟଙ୍କୁ ଉଦ୍ଧାର କଲା ପାକିସ୍ତାନ ସେନା

ଇସଲାମବାଦ,୫।୧୨: ଏକ ଭାରତୀୟ ମାଲବାହୀ ଜାହାଜ ବୁଡିବା ପରେ ପାକିସ୍ତାନୀ ସେନା ଜାହାଜର କର୍ମଚାରୀଙ୍କ ଜୀବନ ରକ୍ଷା କରିଛନ୍ତି। ପାକିସ୍ତାନ ସାମୁଦ୍ରିକ ସୁରକ୍ଷା ଏଜେନ୍ସି (ପିଏମଏସଏ)...

ବିଶ୍ୱକୁ ସ୍ତବ୍ଧ କଲା ଭାରତ: ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ

ମସ୍କୋ,୫।୧୧:ଭାରତ ପୁଣି ଥରେ ବିଶ୍ୱକୁ ସ୍ତବ୍ଧ କରିଦେଇଛି। ଏଥର ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତର ଅର୍ଥନୈତିକ ପଦକ୍ଷେପକୁ ବିଶେଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri