Posted inଜାତୀୟ

ପଦ ଛାଡିବେ କମଲନାଥ!

ଭୋପାଳ,୧୪ ।୧୨: ମଧ୍ୟପ୍ରଦେଶରେ ପ୍ରଥମେ ସରକାର ଭାଙ୍ଗିବା ଏବେ ନିକଟରେ ଉପନିର୍ବାଚନରେ ହାରିବା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥ ଏକ ବଡ ବୟାନ ଦେଇଛନ୍ତି । ଛିଣ୍ଡୱାଡାରେ ସମର୍ଥକଙ୍କୁ ସମ୍ବୋଧନ କରିବା ବେଳେ ରାଜନୀତି ଛାଡିବାର ସଙ୍କେତ ଦେଇଛନ୍ତି କମଲନାଥ । ସେ କହିଛନ୍ତି ବର୍ତ୍ତମାନ ମୁଁ ଆରାମ କରିବାକୁ ଚାହୁଁଛି କାରଣ ମୁ ବହୁତ କିଛି ହାସଲ କରି ସାରିଛି । କଂଗ୍ରେସରେ ବିଭିନ୍ନ ସମୟରେ କମଲନାଥଙ୍କ ବିରୋଧରେ କଥା ଉଠୁଥିବା ବେଳେ ଏବେ ତାଙ୍କର ଏହି ବୟାନ ଆଲେଚନାର ବିଷୟ ପାଲଟିଛି । ଛିଣ୍ଡୱାଡାକୁ କମଲନାଥଙ୍କ ଗଡ ବୋଲି କୁହାଯାଉଥିବା ବେଳେ ଏବେ ସେ ରାଜନୀତି ଛାଡିବା କଥା କହିଛନ୍ତି କି ଅଧ୍ୟକ୍ଷ ପଦ ଛାଡିବା କଥା କହିଛନ୍ତି ତାକୁ ନେଇ ଚାଲିଛି ଆଲୋଚନା । ସୂଚନାଯୋଗ୍ୟ, କମଲନାଥ ଏବେ ମଧ୍ୟପ୍ରଦେଶ ବିଧାନସଭାର ବିରୋଧୀଦଳ ନେତା ସହ କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ପଦରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଝିଅଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଗୁଜରାଟରେ ଜଣେ ଓଡ଼ିଆଙ୍କୁ ଫାଶୀ ଦଣ୍ଡାଦେଶ

ସୁରଟ୍‌,୧୧ା୧(ପି.ଟି.): ନିଜର ନାବାଳିକା ଝିଅ(୧୪ଙ୍କୁ ବଳାତ୍କାର କରି ଗର୍ଭବତୀ କରିବା ପରେ ତଣ୍ଟିଚିପି ମାରିବା ଘଟଣାରେ ଗୁଜରାଟର ସ୍ପତନ୍ତ୍ର କୋର୍ଟ ଜଣେ ଓଡ଼ିଆଙ୍କୁ ଫାଶୀଦଣ୍ଡାଦେଶ ଦେଇଛନ୍ତି।...

କୋଭିଡ ପରବର୍ତ୍ତୀ ଜଟିଳତା ବଢାଉଛି ଚିନ୍ତା

ଥିରୁଭାନନ୍ତପୁରମ୍‌,୨୯।୮: ଦେଶରେ କରୋନା ସଂଖ୍ୟା ପୁଣି ୪୫ ହଜାରରୁ ଅଧିକ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। କରୋନା ସଂଖ୍ୟା ବୃଦ୍ଧି ଯୋଗୁ...

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ଭାରତରେ ୧୯୭୫ରେ ଜାରି ହୋଇଥିବା ଜରୁରୀ ପରିସ୍ଥିତି (ଏମର୍ଜେନ୍ସି)କୁ ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଘୋଷଣା କରିବା ଲାଗି ଜଣେ ୯୪ ବର୍ଷୀୟ ମହିଳା ସୁପ୍ରିମକୋର୍ଟରେ...

ସେବା ସର୍ତ୍ତ ପୂରଣ କରୁଥିବା ମହିଳା ଅଧିକାରୀଙ୍କୁ ପେନସନ୍‌ ଦେବା ସପକ୍ଷରେ ଭାରତୀୟ ସେନା

ନୂଆଦିଲ୍ଲୀ,୧୦।୨: ଭାରତୀୟ ସେନାରେ ମହିଳା ଅଧିକାରୀଙ୍କୁ ସ୍ଥାୟୀ କମିଶନ ଦେବାଲାଗି ପ୍ରସ୍ତୁତି ଚାଲିଛି। ଏହାକୁ ନେଇ ଭାରତୀୟ ସେନା କହିଛି ଯେଉଁ ମହିଳା କର୍ମଚାରୀମାନେ ସେବା...

ସିଦ୍ଧି ବିନାୟକ ମନ୍ଦିରକୁ ୧୪ କୋଟି ଟଙ୍କାର ସୁନା ଦାନ କଲେ ଭକ୍ତ

ମୁମ୍ବାଇ,୨୧।୧: ମହାରାଷ୍ଟ୍ରର ସିଦ୍ଧି ବିନାୟକଙ୍କ ମନ୍ଦିରକୁ ଦିଲ୍ଲୀର ଜଣେ ଭକ୍ତ ୩୫ କିଲୋ ଓଜନର ସୁନା ଦାନ କରିଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୧୪ କୋଟି...

ସିଡିଏସ୍ ବିପିନ ରାୱତଙ୍କ ରାଜକୀୟ ସମ୍ମାନ ସହ ହେବ ଶେଷ କୃତ୍ୟ ସମ୍ପନ୍ନ, ସକାଳ ୧୧ଟାରୁ ଶେଷ ଦର୍ଶନ

ନୂଆଦିଲ୍ଲୀ,୧୦ ।୧୨: ଦେଶର ପ୍ରଥମ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କର ଶୁକ୍ରବାର ଶେଷ କୃତ୍ୟ ଦିଲ୍ଲୀଠାରେ ସମ୍ପୂର୍ଣ୍ଣ ରାଜକୀୟ ସମ୍ମାନ ସହ...

ଡେଟିଂ ଆପ୍‌ରେ ବ୍ୟବହାର କରାଯାଉଥିଲା ମହିଳା ଏମ୍‌ପିଙ୍କ ଫଟୋ

କୋଲକାତା,୨୩।୯: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶ୍‌ରତ୍‌ ଜାହାଁଙ୍କ ଫଟୋ ଏକ ଡେଟିଂ ଆପରେ ବ୍ୟବହାର କରାଯାଉଛି। ଏହା ଜଣାପଡିବା ପରେ ନୁଶରତ୍‌ କାର୍ଯ୍ୟାନୁଷ୍ଠାନ ପାଇଁ ପୋଲିସ...

ହସ୍ପିଟାଲରେ ଓସ୍କାର ଫର୍ନାଣ୍ଡିଜ୍‌

ବେଙ୍ଗାଲୁରୁ, ୧୧ା୬: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ନାଣ୍ଡିଜ୍‌ ବୁଧବାର ମାଙ୍ଗାଲୋର୍‌ର କୋଡିଆଲ୍‌ବେଲସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ...

Advertisement
Archives

Model This Week