Posted inଜାତୀୟ

କମଲନାଥ-ଦିଗ୍‌ବଜୟ ଦୁଇ ଅସହାୟ: କୈଳାସ ବିଜୟଭର୍ଗିୟ…

ଉଜ୍ଜୟନୀ,୨୦।୬ : ମଧ୍ୟପ୍ରଦେଶ ଉଜ୍ଜୟନୀରେ ଚାଲିଥିବା ଭାଜପା କର୍ମୀ ସମ୍ମିଳନୀରେ ଯୋଗ ଦେବାକୁ ଆସିଥିବା ଭାଜପା ସାଧାରଣ ସଚିବ କୈଳାସ ବିଜୟଭର୍ଗିଆ ମହୀଦପୁରରେ କମଲନାଥ ଦେଇଥିବା ବିବୃତ୍ତି ନେଇ କହିଛନ୍ତି, ମୋର ଚକ୍କି ବହୁତ ସୁନ୍ଦର ଭାବରେ ଗ୍ରାଇଣ୍ଡ କରୁଛି। ଆଗାମୀ ଦିନରେ ମଧ୍ୟ ଏହା ସମାନ ଭାବେ କାମ କରିବ। ଏହା ସହିତ ସେ କମଲନାଥ ଏବଂ ଦିଗ୍‌ବିଜୟ ସିଂଙ୍କୁ କଟାକ୍ଷ କରିଛନ୍ତି।

କମଲନାଥ-ଦିଗ୍‌ବଜୟ ଦୁଇ ଅସହାୟ। ସେମାନେ ଅନ୍ୟର ଭରସାରେ ଅଛନ୍ତି। କମଲ ନାଥ ଧମକ ଚମକ ରାଜନୀତି କରୁଛନ୍ତି। ତାଙ୍କୁ ୭୫ ବର୍ଷ ବୟସରେ କ୍ଷମା କରାଯିବା ଉଚିତ। ଭିକ୍ଟୋରିଆ ନମ୍ବର ୨୦୩ ଚଳଚ୍ଚିତ୍ର ଚରିତ୍ର ପରି କମଲନାଥ-ଦିଗ୍‌ବଜୟ ଦୁଇ ଅସହାୟ ପରି, ବିନା ସମର୍ଥନରେ ଘୁରି ବୁଲୁଛନ୍ତି। ଏଭଳି ଅବସ୍ଥା ନେଇ ସେମାନଙ୍କ ପ୍ରତି ମନରେ ଦୟା ଭାବ ଜାତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri