Posted inଜାତୀୟ

ରାମ ମନ୍ଦିରର ପ୍ରଥମ ଇଟା ରଖିଥିବା କାମେଶ୍ୱର ଚୌପାଲଙ୍କ ପରଲୋକ

ଅଯୋଧ୍ୟା,୭।୧: ରାମ ମନ୍ଦିରର ପ୍ରଥମ ଇଟା ରଖିଥିବା କାମେଶ୍ୱର ଚୌପାଲଙ୍କର ଦିଲ୍ଲୀରେ ଦେହାନ୍ତ ହୋଇଛି। ସେ ଅନେକ ଦିନ ଧରି ଅସୁସ୍ଥ ଥିଲେ। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା। ଅଗଷ୍ଟ ୨୦୨୪ରେ ଏହି ହସ୍ପିଟାଲରେ ଚୌପାଲଙ୍କର କିଡନୀ ପ୍ରତିରୋପଣ କରାଯାଇଥିଲା।
ସେ ହିଁ ଅଯୋଧ୍ୟାରେ ରାମ ମନ୍ଦିରର ପ୍ରଥମ ଇଟା ସ୍ଥାପନ କରିଥିଲେ। ସେ ବିହାର ବିଧାନ ପରିଷଦର ସଦସ୍ୟ ମଧ୍ୟ ଥିଲେ। ତାଙ୍କ ବିୟୋଗରେ ଭାଜପାରେ ଶୋକର ଛାୟା ଖେଳିଯାଇଛି। କାମେଶ୍ୱର ଚୌପାଲଙ୍କୁ ସଂଘ ପକ୍ଷରୁ ପ୍ରଥମ କର ସେବକର ମାନ୍ୟତା ମଧ୍ୟ ଦିଆଯାଇଥିଲା।

ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଟ୍ରଷ୍ଟି ଏବଂ ପୂର୍ବତନ ବିଧାନ ପରିଷଦ ସଦସ୍ୟ କାମେଶ୍ୱର ଚୌପାଲଙ୍କ ଦେହାନ୍ତ ହୋଇଛି। ଚୌପାଲ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ ଗତ ଗୋଟିଏ ବର୍ଷ ଧରି ଅସୁସ୍ଥ ଥିଲେ। ତାଙ୍କର ଜନ୍ମ ସୁପୌଲ ଜିଲାର କାମରାଇଲ ଗାଁରେ ହୋଇଥିଲା। ୯ ନଭେମ୍ବର ୧୯୮୯ରେ ସେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରର ପ୍ରଥମ ଇଟା ସ୍ଥାପନ କରିଥିଲେ। ତା’ପରେ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ସନ୍ଥ ଏବଂ ମୁନି ଏବଂ ଲକ୍ଷ ଲକ୍ଷ କରସେବକ ଏଥିରେ ସାମିଲ ହୋଇଥିଲେ। ସେତେବେଳେ ସେ ଭିଏଚପିର ଯୁଗ୍ମ ସମ୍ପାଦକ ଥିଲେ। ତାଙ୍କୁ ୨୦୦୨ ମସିହାରେ ବିଧାନ ପରିଷଦ ସଦସ୍ୟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?