ନିଜ ରେକର୍ଡ ନିଜେ ଭାଙ୍ଗିଲେ କାମି ରୀତା…

କାଠମାଣ୍ଡୁ, ୮।୫ : ନେପାଳର ପର୍ବତାରୋହୀ ୫୨ ବର୍ଷିୟ କାମି ରୀତା ଶେର୍ପା ପୁନର୍ବାର ମାଉଣ୍ଟ ଏଭରେଷ୍ଟ ଶିଖରରେ ପହଞ୍ଚି ନିଜର ପୁରୁଣା ରେକର୍ଡ ଭାଙ୍ଗିଛନ୍ତି। ସେ ୨୬ ତମ ଥର ପାଇଁ ବିଶ୍ୱର ସର୍ବୋଚ୍ଚ ଶିଖରକୁ ଜିତିବାରେ ସଫଳ ହୋଇଛନ୍ତି। ସେ ଏଭରେଷ୍ଟ ପର୍ବତ ସର୍ବାଧିକଥର ଆରୋହଣ କରିଥିବା ପୃଥିବୀ ଦ୍ୱିତୀୟ ବ୍ୟକ୍ତି।

ସେଭେନ ସମ୍ମିଟ ଟ୍ରେକ୍ସ ପିଭି ଲିମିଟେଡ୍ର ମ୍ୟାନେଜର ଡି ଶେର୍ପା କହିଛନ୍ତି ଯେ କାମି ରୀତା ଏବଂ ତାଙ୍କ ୧୧ ଜଣ ସହଯୋଗୀ ଦଳ ଶନିବାର ସ୍ଥାନୀୟ ସମୟ ପ୍ରାୟ ୭ ଟା ସମୟରେ ୮,୮୪୮.୮୬ ମିଟରରେ ଉଚ୍ଚରେଥିବା ଏହି ଶିଖରରେ ପହଞ୍ଚିଛନ୍ତି।

ମେ ’ମାସରୁ ପର୍ବତାରୋହଣ ପୂର୍ବରୁ ପର୍ବତାରୋହୀଙ୍କୁ ସାହାଯ୍ୟ କରିବା ପାଇଁ ଶେର୍ପା ଟ୍ରେକିଂ ମାର୍ଗରେ ଦଉଡି ଠିକ କରିବା ପାଇଁ ଏକ ଅଭିଯାନ ମଧ୍ୟ କରିଥିଲେ ବୋଲି ସେ କହିଛନ୍ତି। ଚଳିତ ବର୍ଷ ନେପାଳର ପର୍ଯ୍ୟଟନ ବିଭାଗ ୩୧୬ ଜଣଙ୍କୁ ଏଭରେଷ୍ଟର ଶିଖର ଆରୋହଣ ଅନୁମତି ପ୍ରଦାନ କରିଛନ୍ତି। ଗତ ବର୍ଷ ୪୦୮ ଜଣଙ୍କୁ ଅନୁମତି ପ୍ରଦାନ କରାଯାଇଥିଲା, ଯାହା ସର୍ବାଧିକ ଥିଲା ।

 

ରୀତା ପ୍ରଥମେ ୧୩ ମେ’ ୧୯୯୪ରେ ଏଭରେଷ୍ଟ ଆରୋହଣ କରିଥିଲେ। ଏଭରେଷ୍ଟ ବ୍ୟତୀତ ରୀତା ଗୋଡୱିନ-ଆଷ୍ଟେନ (କେ-୨) ମଧ୍ୟ ଆରୋହଣ କରିଛନ୍ତି। ଏହା ସହିତ ସେ ସଫଳତାର ସହ ଲୋହୋଟେ, ମାନସଲୁ ଏବଂ ଚୋ ଓୟୁ ପର୍ବତ ଶିଖର ମଧ୍ୟ ଆରୋହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri