Posted inଖେଳ

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ ଏହି କ୍ରିକେଟର

ଇସଲାମାବାଦ,୭।୨: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ପାକିସ୍ତାନର ଉଇକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ କାମରାନ ଆକମଲ। ଦୀର୍ଘ ସମୟରୁ ସେ ଦଳରୁ ବାଦ୍‌ ପଡ଼ିଥିବା ବେଳେ ପାକିସ୍ତାନ ସୁପର ଲିଗ୍‌ ସମେତ ଅନ୍ୟାନ୍ୟ ଲିଗ୍‌ରେ ଖେଳିବା ଜାରି ରଖିଥିଲେ। ହେଲେ ଏବେ ସେ ଅନ୍ତର୍ଜାତୀୟ କ୍ରିକେଟ ଛଡ଼ା ଅନ୍ୟ ସମସ୍ତ ଫର୍ମାଟରୁ ବିଦାୟ ନେବାକୁ ନିଷ୍ପତ୍ତି ନେଇଛନ୍ତି।

କାମରାନ ନଭେମ୍ବର ୯, ୨୦୦୨ରେ ଜିମ୍ବାଓ୍ବେ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ଅଗଷ୍ଟ ୨୦୧୦ ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ନିଜର ଶେଷ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ତାଙ୍କ ଟି୨୦ କ୍ୟାରିୟରକୁ ଦେଖିଲେ ସେ ଅଗଷ୍ଟ ୨୮,୨୦୦୬ରେ ଅନ୍ତର୍ଜାତୀୟ ଟି୨୦ରେ ଡେବ୍ୟୁ କରିଥିଲେ। ଏପ୍ରିଲ ୨, ୨୦୧୭ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସେ ଶେଷ ଟି୨୦ ମ୍ୟାଚ୍‌ ଖେଳିଥିଲେ। ନଭେମ୍ବର ୨୩,୨୦୦୨ ଜିମ୍ବାଓ୍ବେ ଦିନିକିଆରେ ସେ ଡେବ୍ୟୁ କରିଥିଲେ।

ତେବେ କ୍ରିକେଟରୁ ଅବସର ନେବା ପରେ କାମରନ୍‌ଙ୍କୁ ନୂଆ ଦାୟିତ୍ୱ ମିଳିଛି। ପାକିସ୍ତାନ ସୁପର ଲିଗ୍‌ରେ ପେଶାଓ୍ବାର ଜାଲିମି ଦଳ ଲାଗି ସେ ବ୍ୟାଟିଂ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri