Posted inଖେଳ

କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ଘୋଷଣା କଲେ ଏହି କ୍ରିକେଟର

ଇସଲାମାବାଦ,୭।୨: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ପାକିସ୍ତାନର ଉଇକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ କାମରାନ ଆକମଲ। ଦୀର୍ଘ ସମୟରୁ ସେ ଦଳରୁ ବାଦ୍‌ ପଡ଼ିଥିବା ବେଳେ ପାକିସ୍ତାନ ସୁପର ଲିଗ୍‌ ସମେତ ଅନ୍ୟାନ୍ୟ ଲିଗ୍‌ରେ ଖେଳିବା ଜାରି ରଖିଥିଲେ। ହେଲେ ଏବେ ସେ ଅନ୍ତର୍ଜାତୀୟ କ୍ରିକେଟ ଛଡ଼ା ଅନ୍ୟ ସମସ୍ତ ଫର୍ମାଟରୁ ବିଦାୟ ନେବାକୁ ନିଷ୍ପତ୍ତି ନେଇଛନ୍ତି।

କାମରାନ ନଭେମ୍ବର ୯, ୨୦୦୨ରେ ଜିମ୍ବାଓ୍ବେ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ଅଗଷ୍ଟ ୨୦୧୦ ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ନିଜର ଶେଷ ଟେଷ୍ଟ ମ୍ୟାଚ୍‌ ଖେଳିଥିଲେ। ତାଙ୍କ ଟି୨୦ କ୍ୟାରିୟରକୁ ଦେଖିଲେ ସେ ଅଗଷ୍ଟ ୨୮,୨୦୦୬ରେ ଅନ୍ତର୍ଜାତୀୟ ଟି୨୦ରେ ଡେବ୍ୟୁ କରିଥିଲେ। ଏପ୍ରିଲ ୨, ୨୦୧୭ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ସେ ଶେଷ ଟି୨୦ ମ୍ୟାଚ୍‌ ଖେଳିଥିଲେ। ନଭେମ୍ବର ୨୩,୨୦୦୨ ଜିମ୍ବାଓ୍ବେ ଦିନିକିଆରେ ସେ ଡେବ୍ୟୁ କରିଥିଲେ।

ତେବେ କ୍ରିକେଟରୁ ଅବସର ନେବା ପରେ କାମରନ୍‌ଙ୍କୁ ନୂଆ ଦାୟିତ୍ୱ ମିଳିଛି। ପାକିସ୍ତାନ ସୁପର ଲିଗ୍‌ରେ ପେଶାଓ୍ବାର ଜାଲିମି ଦଳ ଲାଗି ସେ ବ୍ୟାଟିଂ ପରାମର୍ଶଦାତା ଭାବେ ନିଯୁକ୍ତି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri