Posted inଖେଳ

ଭାରତଠାରୁ ଆମେ ଖେଳିବା ଶିଖିଛୁ

ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଜାନୁୟାରୀ ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ପାକିସ୍ତାନର ପୂର୍ବତନ ଉଇକେଟ୍‌ କିପର୍‌ କମରାନ ଅକମଲ ଏକ ଖୁଲା କରିଛନ୍ତି। ଭାରତର ପୂର୍ବତନ ଓପନର୍‌୍‌ ଆକାଶ ଚୋପ୍ରାଙ୍କୁ ଦେଇଥିବା ସାକ୍ଷାତକାରରେ ସେ କହିଛନ୍ତି, ଭାରତଠାରୁ କ୍ରିକେଟ୍‌ ଖେଳିବା ଶିଖିଛି। ଟର୍ନିଂ ଟ୍ରାକ୍‌ରେ କେମିତି ଖେଳାଯାଏ ତାହା ଆମେ ଭାରତଠାରୁ ଶିଖିଛୁ। ବିଦେଶୀ ଟିମ୍‌କୁ କେମିତି ଟର୍ନିଂ ଟ୍ରାକ୍‌ରେ ଫସାଯିବ ତାହା ଭାରତୀୟ ଦଳ ଭଲ ଭାବେ ଜାଣେ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଦୀର୍ଘ ୧୩ ବର୍ଷ ପରେ କୌଣସି ଏକ ବଡ ଟିମ୍‌ ପାକିସ୍ତାନ ଗସ୍ତରେ ଆସିଛି। ଏହାପୂର୍ବରୁ ଜିମ୍ବାଓ୍ବେ ଏବଂ ଶ୍ରୀଲଙ୍କା ପାକିସ୍ତାନ ଗସ୍ତରେ ଆସିଥିଲା। ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ୨୪ରୁ ୩୦ ଜାନୁୟାରୀ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ କ୍ରିକେଟରେ ଇତିହାସ ରଚିଲେ ନେପାଳ ଝିଅ

ପୋଖାରା,୨।୧୨- ନେପାଳର ମହିଳା କ୍ରିକେଟର ଅଞ୍ଜଳୀ ଚାନ୍ଦ ସୋମବାର ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଇତିହାସ ସୃଷ୍ଟି କରିଛନ୍ତି। ମାଳଦ୍ୱୀପ ବିପକ୍ଷ ମ୍ୟାଚ୍‌ରେ ସେ ବିନା କୌଣସି...

୩ଦିନିଆ ଅଭ୍ୟାସ ମ୍ୟାଚ: ରାହାନେ, ପୂଜାରା, ବୁମ୍‌ରା ପ୍ରସ୍ତୁତ

କୁଲିଜ(ଆଣ୍ଟିଗୁଆ),୧୭।୮- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଶନିବାରଠାରୁ ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ କ୍ରିକେଟ ବୋର୍ଡ ଏକାଦଶ ମଧ୍ୟରେ ଏକ ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ ଆରମ୍ଭ...

କୋଭିଡ-୧୯ ସଂକ୍ରମଣ: ପାକ୍‌ ସ୍କ୍ବାଶ୍‌ ଲିଜେଣ୍ଡ ଆଜମ ଖାନ୍‌ ମୃତ

କରାଚୀ, ୩୦।୩(ପି.ଟି.):ପାକିସ୍ତାନର କିମ୍ବଦନ୍ତୀ ସ୍କ୍ବାଶ୍‌ ଖେଳାଳି ଆଜମ ଖାନ୍‌ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଲଣ୍ଡନ୍‌ରେ ତାଙ୍କର ଦେହାନ୍ତ ହୋଇଛି। ଏ ନେଇ ତାଙ୍କ...

ଭାରତକୁ ପ୍ରଶଂସାରେ ପୋତି ପକାଇଲା ଅଷ୍ଟ୍ରେଲିଆ କ୍ରିକେଟ୍‌ ବୋର୍ଡ

ମେଲବୋର୍ଣ୍ଣ, ୨୦।୧:ଟେଷ୍ଟ ସିରିଜରେ ଅଷ୍ଟ୍ରେଲିଆ ବିପକ୍ଷରେ ଐତିହାସିକ ବିଜୟ ପରେ ଭାରତୀୟ ଦଳକୁ ଚାରିଆଡୁ ପ୍ରଶଂସା ମିଳିଛି। ଭାରତୀୟ ଦଳର ସାହସ, ଦୃଢତା ଏବଂ ଦକ୍ଷତା...

ପ୍ରକୃଷ୍ଟ ସମୟ

ବିଶ୍ୱ ଫୁଟବଲର ସର୍ବୋଚ୍ଚ ପରିଚାଳନା ସଂସ୍ଥା ‘ଫିଫା’ ସର୍ବଭାରତୀୟ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌)କୁ ବାସନ୍ଦ କରିଛି। ସମ୍ପ୍ରତି ଏଆଇଏଫ୍‌ଏଫ୍‌ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ଅଫ୍‌...

ନେମାରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳାଙ୍କ ନାମରେ ଧମକାଇବା ମାମଲା

ସାଓ ପାଉଲୋ,୧୧।୯- ବ୍ରାଜିଲିଆନ ଫୁଟ୍‌ବଲ ଷ୍ଟାର ନେମାର ଜୁନିୟରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ ଆଣିଥିବା ମହିଳାଙ୍କ ନାମରେ ସାଓ ପାଉଲୋ ରାଜ୍ୟର ପୋଲିସ ନିକଟରେ ଧମକ...

ବସନ୍ତ ରାୟଜୀଙ୍କୁ ପୂରିଲା ଶହେ ବର୍ଷ: ସଚିନ-ଷ୍ଟିଭ୍‌ ଓ୍ବଗ୍‌ କାଟିଲେ କେକ୍‌

ନୂଆଦିଲ୍ଲୀ,୨୬।୧: ବରିଷ୍ଠ କ୍ରିକେଟର ବସନ୍ତ ରାୟଜୀଙ୍କୁ ରବିବାର ଶହେ ବର୍ଷ ପୂରିଛି। ଏହି ଅବସରରେ ମାଷ୍ଟର ବ୍ଲାଷ୍ଟର ସଚିନ୍‌ ତେନ୍ଦୁଲକର ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ୍‌...

ଭାରତକୁ ହରାଇବାକୁ ସଜ ହେଲାଣି ଆଫଗାନିସ୍ତାନ

ଦୁବାଇ,୩।୧୧: ଆଫଗାନିସ୍ତାନର ନଜର ସେମିଫାଇନାଲରେ ଅଛି ବୋଲି କହିଛନ୍ତି ଦ୍ରୁତ ବୋଲର ହାମିଦ ହସନ। ଏହାଛଡ଼ା ଦଳ ବୁଧବାର ଟି୨୦ ବିଶ୍ୱକପ୍‌ର ଭାରତ ବିପକ୍ଷ ମ୍ୟାଚ୍‌ରେ...

Advertisement
Archives

Model This Week