Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ କାମ୍ୟା ପଞ୍ଜାବୀ

ଲକ୍ଷ୍ନୌ,୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ଯାତ୍ରା ୟୁପିରେ ବାଗପତରେ ପହଞ୍ଚିଛି। ଏଠାରେ ଟିଭି ଅଭିନେତ୍ରୀ କାମ୍ୟା ପଞ୍ଜାବୀ ଏହି ଯାତ୍ରାରେ ସାମିଲ ହୋଇଥିଲେ। ରାହୁଲଙ୍କ ସହ କାମ୍ୟା ପଞ୍ଜାବୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ରାହୁଲ ଗାନ୍ଧୀ ଏକ ଧଳା ଟି-ଶର୍ଟ ଏବଂ କାମ୍ୟା ଏକ ପଞ୍ଜାବୀ ଧଳା ରଙ୍ଗର ଶୁଟରେ ନଜର ଆସିଛନ୍ତି।
କାମ୍ୟା ପଞ୍ଜାବୀ ‘ଅସ୍ତିତ୍ୱ ଏକ ପ୍ରେମ କାହାନୀ’, ‘ବନୁ ମେଁ ତେରି ଦୁଲହନ’, ‘ପିୟା କା ଘର’, ‘ମର୍ଯ୍ୟାଦା: ଲେକିନ କବ ତକ’ ଏବଂ ‘କୁଁ୍ୟ ହୋତା ହୈ ପ୍ୟାର୍‌’ ଭଳି ଅନେକ ଲୋକପ୍ରିୟ ଟିଭି ଶୋ’ରେ ଅଭିନୟ କରିଛନ୍ତି। ଏଥି ସହିତ ସେ ରିଆଲିଟି ଶୋ’ ବିଗ ବସର ସପ୍ତମ ସିଜନରେ ମଧ୍ୟ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତା ପହଞ୍ଚିଲେ ପାର୍ଥ ଚାଟାର୍ଜୀ

କୋଲକାତା,୨୬ ।୭: ପଶ୍ଚିମ ବଙ୍ଗର ଶିକ୍ଷକ ଭ୍‌ର୍ତି ମାମଲାରେ ଘୋଟାଲା ଅଭିଯୋଗର ଅଭିଯୁକ୍ତ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମଙ୍ଗଳବାର ଟିମ ଭୁବନେଶ୍ୱରରୁ କୋଲକତା...

ଦିଲ୍ଲୀ ହିଂସା: ୮ ଦିନ ହେଲା ସ୍ତ୍ରୀ-୪ ପିଲାଙ୍କ ବାଟ ଚାହିଁ ବସିଛନ୍ତି ରିକ୍ସା ଚାଳକ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହିଂସାରେ ଇତିମଧ୍ୟରେ ୪୫ଟି ମୃତଦେହ ଉଦ୍ଧାର ହୋଇଛି। ଫେବୃୟାରୀ ୨୩ରେ ସ୍ତ୍ରୀ ଓ ୪ ପିଲାଙ୍କଠାରୁ ଅଲଗା ହୋଇଯାଇଥିବା ରିକ୍ସା ଚାଳକ ମଇନୁଦ୍ଦିନ୍‌...

କେଜ୍ରିଓ୍ବାଲଙ୍କୁ ବଡ଼ ଠକ କହିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ମୋହାଲି, ୧୮।୧୨- ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଓ ପଞ୍ଜାବ ସିଏମ୍‌ ଅମରିନ୍ଦର ସିଂଙ୍କ ମଧ୍ୟରେ ବିବାଦ ଦିନକୁ ଦିନ ତେଜିବାରେ ଲାଗିଛି। ଦିଲ୍ଲୀ ବିଧାନସଭାରେ...

ଆସନ୍ତା ୫ ବର୍ଷରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ…

ନୂଆଦିଲ୍ଲୀ, ୨।୪ : ଆସନ୍ତା ୪ରୁ ୫ ବର୍ଷ ମଧ୍ୟରେ ଦେଶରେ ୧୦ ଲକ୍ଷ ଚାକିରି ସୃଷ୍ଟି ହେବ। ଅଷ୍ଟ୍ରେଲିଆ ସହିତ ବାଣିଜ୍ୟ ବୁଝାମଣା ଦ୍ୱାରା...

୪୦ ଦଙ୍ଗାକାରୀଙ୍କ ଫଟୋ ଜାରି

କାନପୁର,୬ା୬: କାନପୁର ହିଂସା ଘଟଣାର ମାଷ୍ଟରମାଇଣ୍ଡ ମୌଲାନା ମହମ୍ମଦ ଅଲ୍ଲୀ (ଏମ୍‌ଏମ୍‌ଏ) ଜୌହର ଫ୍ୟାନ୍ସ ଆସୋସିଏଶନର ମୁଖ୍ୟ ହୟାତ୍‌ ଜାଫର ହାସ୍‌ମୀଙ୍କ ସମେତ ସୋମବାର ଅପରାହ୍ନ...

ପର୍ବପର୍ବାଣୀ ସମୟରେ ବିନା ସଙ୍କୋଚରେ ରାଜ୍ୟ ସରକାର ଲଗାଇ ପାରିବେ ଲକଡାଉନ୍‌: କେନ୍ଦ୍ର

ନୂଆଦିଲ୍ଲୀ,୫ ।୮: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ କିଛି ରାଜ୍ୟରେ କମ୍ ହୋଇଥିବା ବେଳେ କିଛି ରାଜ୍ୟରେ କିନ୍ତୁ ପୁଣିଥରେ ଏହା ବୃଦ୍ଧି ପାଇବା...

ସମ୍ପୂର୍ଣ୍ଣ ସୁସ୍ଥ ନ ହେଲେ କରୋନା ଫେରିବାର ଭୟ ଅଧିକ !

ନୂଆଦିଲ୍ଲୀ,୨୭।୭: ଏବେ ଅଡୁଆରେ ପଡିଛନ୍ତି ଚିକିତ୍ସକ। କାରଣ ହେଉଛି କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କଠାରେ ପୁଣିଥରେ ସଂକ୍ରମଣ ଦେଖାଯାଇଛି। ଦିଲ୍ଲୀ ସମେତ ଅନ୍ୟ କିଛି ରାଜ୍ୟରେ...

ଅଗଷ୍ଟ ଅତିକ୍ରମ କରିଯାଅ, ମୁଖ୍ୟମନ୍ତ୍ରୀ ହେମନ୍ତଙ୍କୁ ଭାଜପାର ଚ୍ୟାଲେଞ୍ଜ…

ନୂଆଦିଲ୍ଲୀ, ୧୮।୮ : ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଅଗଷ୍ଟ ଅତିକ୍ରମ କରନ୍ତୁ। ଏଭଳି କହି ଭାରତୀୟ ଜନତା ପାର୍ଟି ପୁଣି ଥରେ ଚ୍ୟାଲେଞ୍ଜ କରିଛି।...

Advertisement
Archives

Model This Week