ରାଜନୀତିରେ ପାଦ ରଖିବେ କାମ୍ୟା

ବମ୍ବେ: ରାଜନୀତିରେ ପାଦ ରଖିବାକୁ ଯାଉଛନ୍ତି ଟେଲି ପରଦାର ଚର୍ଚ୍ଚିତ ଅଭିନେତ୍ରୀ କାମ୍ୟା ପଞ୍ଜାବୀ। ସେ କଂଗ୍ରେସରେ ଯୋଗ ଦେଇଛନ୍ତି। ଏନେଇ ସେ ପ୍ରଶଂସକଙ୍କୁ ଖୁବ୍‌ଶୀଘ୍ର ଜଣାଇବେ ବୋଲି କୁହାଯାଉଛି।

ଟେଲି ଧାରାବାହିକ ‘ଶକ୍ତି-ଅସ୍ତିତ୍ୱ ଏକ ଏହସାସ କି’ ଅଫଏୟାର ହୋଇଛି। ଏଣୁ କାମ୍ୟା ରାଜନୀତିରେ ମନୋନିବେଶ କରିବାକୁ ସ୍ଥିର କରିଛନ୍ତି। ପୂର୍ବରୁ ଇଚ୍ଛା ଥିଲେ ହେଁ ବ୍ୟସ୍ତ ବହୂଳ ଜୀବନ ଯୋଗୁ ତାହା କରିପାରୁ ନ ଥିଲେ। ହେଲେ ଏବେ ସେ ରାଜନୀତି ପାଇଁ ସମୟ ବାହାର କରି ଲୋକଙ୍କ ସେବା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri