ବିଡିଓଙ୍କ ବିରୋଧରେ ଗର୍ଜିଲେ କନକ ବର୍ଦ୍ଧନ

ବଲାଙ୍ଗୀର ଅଫିସ,୧୯ା୧: ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକର ଦୁଇ ଜଣ ଜିଲା ପରିଷଦ ସଦସ୍ୟାଙ୍କୁ ଅଣଦେଖା ଓ ବିଡିଓଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ଧାରଣାରେ ବସିଥିଲେ। ଏହି ପ୍ରସଙ୍ଗକୁ ନେଇ ଭାଜପା ନେତା ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବେଲପଡ଼ା ବ୍ଲକ ଅଫିସ ସମ୍ମୁଖରେ ଧାରଣାସ୍ଥଳକୁ ଯାଇ ଜିଲା ପରିଷଦ ସଦସ୍ୟାଙ୍କୁ ସମର୍ଥନ କରିବା ସହ ବିଡିଓଙ୍କୁ ପ୍ରଶ୍ନ କରିଥିଲେ। ଲୋକଙ୍କ ସେବକ ହେବା ଛାଡ଼ି ଶାସକ ଭଳି ବ୍ୟବହାର କରନାହିଁ ବୋଲି ବିଡିଓଙ୍କୁ କହିଥିଲେ। ଏହି ଭିଡିଓ ଏବେ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ଔଷଧରୁ ମିଳିବ ଆଶ୍ୱସ୍ତି! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪ା୭: କେନ୍ଦ୍ର ସରକାର ଡ୍ରଗ୍ସ ପ୍ରାଇସ୍ କଣ୍ଟ୍ରୋଲ୍ ଅର୍ଡର (DPCO), ୨୦୧୩ରେ ଏକ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି, ଯାହାଦ୍ୱାରା ରୋଗୀମାନଙ୍କୁ ଶସ୍ତାରେ ଔଷଧ ମିଳିବା ସହଜ ହେବ।…

ୱାଟର ସର୍ଭିସ ସେଣ୍ଟରରୁ ଚୋରି ଅଭିଯୋଗ: ଦୁର୍ବୃତ୍ତଙ୍କୁ କାବୁ କଲା ପୋଲିସ

ଦାରିଙ୍ଗବାଡି, ୪।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ର କାରିପାଙ୍ଗା ସାହିର ଏକ ୱାଟର ସର୍ଭିସ ସେଣ୍ଟରରୁ ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ।…

ଦିଲ୍ଲୀ ରାଜନୀତିରେ ହଲଚଲ: ମନ୍ତ୍ରିମଣ୍ଡଳରେ ବଡ଼ ଅଦଳବଦଳ, ନିର୍ମଳାଙ୍କ ହାତକୁ ଯାଇପାରେ ଶିକ୍ଷା ବିଭାଗ!

ନୂଆଦିଲ୍ଲୀ,୪ା୭:  ଯେକୌଣସି ମୁହୁର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ଦଳୀୟ ମହଲରେ ଶୁଣିବାକୁ ମିଳୁଛି । ଗତ କିଛି ଦିନ ହେଲା ଦିଲ୍ଲୀରେ…

‘ଭୀଷଣ ପାଣିପାଗ’ ସଙ୍କଟ ବଢ଼ିବ: ଡବ୍ଲ୍ୟୁଏମ୍‌ଓର ଚେତାବନୀ ଜାରି

ନୂଆଦିଲ୍ଲୀ,୪ା୭(ପି.ଟି.)ପ୍ରଶାନ୍ତ ମହସାଗର ଉପରିଭାଗରେ ସୃଷ୍ଟ ଏଲ୍‌ ନିନୋ ସ୍ଥିତି ଆଗାମୀ ମାସରେ ଦ୍ରୁତ ବେଗରେ ଶକ୍ତିଶାଳୀ ହେବା ଆଶଙ୍କା କରାଯାଉଛି। ଫଳରେ ଏହା ବିଶ୍ୱର ବିଭିନ୍ନ ଭାଗରେ…

ଡାକ୍ତର ଆନ୍ଦୋଳନ: ଆଲୋଚନାକୁ ଡାକିଲେ ସରକାର

ଭୁବନେଶ୍ୱର,୪ା୭(ବନ୍ଦନା ସେଠୀ):ରାଜ୍ୟରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ସମେତ ୧୩ଦଫା ଦାବି ନେଇ ବୁଧବାରଠାରୁ ଡାକ୍ତରମାନେ ଆନ୍ଦୋଳନ ଜାରି ରଖିଛନ୍ତି। ରାଜ୍ୟ ସରକାର ଦରମା ବନ୍ଦ…

ପ୍ରଥମ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ: ଘରକୁ ପଶିଲା, ରାସ୍ତାରେ ବୋହିଲା

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ):ବିକଶିତ ବରଗଡ଼ର ନାରାବାଜି ଦିଆଯାଉଛି। ହେଲେ ଏଠାରେ ବିକାଶ ବାଟବଣା ହୋଇ ପଡ଼ିଛି। ପାଣି ନିଷ୍କାସନ ଅର୍ଥାତ୍‌ ଡ୍ରେନେଜ ବ୍ୟବସ୍ଥା ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଥର…

ମଣ୍ଡିରୁ ଧାନ ଉଠାଅ, ଚାଷୀଙ୍କୁ ପ୍ରାପ୍ୟ ଦିଅ: ଦାବି ପୂରଣ ନ ହେଲେ ଆନ୍ଦୋଳନ

ବରଗଡ଼,ପ୪।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ମାସ ୩୦ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ହେଲେ ଏପର୍ଯ୍ୟନ୍ତ ଚାଷୀଙ୍କ ଧାନ ବିକ୍ରି ସମସ୍ୟା ଅସମାହିତ ରହିଛି। ଟୋକନ ତ୍ରୁଟି…

ଗଞ୍ଜାମ ମହାବିଦ୍ୟାଳୟକୁ ବଡ଼ ସଫଳତା: ୮ ଏନ୍‌ସିସି କ୍ୟାଡେଟ ଅଗ୍ନିବୀର ମନୋନୀତ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟକୁ ମିଳିଛି ବଡ଼ ସଫଳତା। ଏକାଥରରେ ୮ ଜଣ ଏନ୍‌ସିସି କ୍ୟାଡେଟ ଭାରତୀୟ ସଶସ୍ତ୍ର ବାହିନୀର ଅଗ୍ନିବୀର ଭାବେ ମନୋନୀତ ହୋଇ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri